-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||     

HOME   ଜିଲ୍ଲା

ମୂତ୍ରନଳୀ ସଂକ୍ରମଣ ସଚେତନl ଓ ସ୍ଵାସ୍ଥ୍ୟ ଶିବିର

05-May-2025



ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ପରିସ୍ରାନଳୀ ସଂକ୍ରମଣ ନିରାକରଣ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଗ୍ରୀଷ୍ମ ରୁତୁରେ ଅଳ୍ପ ଜଳପାନ, ଅଧିକ କଟୁ,ମସଲା ଆମିଷ, ଅମ୍ଳ ଯୁକ୍ତ ଖାଇବା, ରାତ୍ର ଅନିଦ୍ରା, ଖରାରେ ପରିଶ୍ରମ କରିବା ଦ୍ୱାରା ପିତ୍ତ, ଅମ୍ଳ ଶରୀରରେ ବଢି ଓ ଅପରିଷ୍କାର ସ୍ଥାନରେ ପରିସ୍ରା କଲେ ଜୀବାଣୁ ସଂକ୍ରମିତ ହୋଇ ପରିସ୍ରା ସଂକ୍ରମଣ ହୋଇଯାଏ। ପରିସ୍ରା ହଳଦିଆ, ଗୋଳିଆ, ଦାହ ଓ କଷ୍ଟର ସହ ଅଳ୍ପ ଅଳ୍ପ ହୁଏ। ସାଧାରଣ ଜ୍ୱର ମଧ୍ଯ ରହେ। ଏହି କଷ୍ଟ ଦାୟକ ରୋଗରୁ ମୁକ୍ତି ପାଇଁ ଅଧିକ ଶୁଦ୍ଧ ଜଳ ପାନ କରନ୍ତୁ, ଶୀତଳାମରିଚ ସାତଟି ବା ଘୃତ କୁମାରୀ ଦଶ ଗ୍ରାମ ବା ଚନ୍ଦନ ଘୋରା ଏକ ଚାମୁଚ ଦିନରେ ତିନିଥର ସେବନ କଲେ ଭଲ ହୋଇଯାଏ।ଅଧିକ ଖରଭୁଜ, କାକୁଡି, ପିଆଜ ଓ ଅଁଳା ଖାଆନ୍ତୁ। 
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ଡଃ ସାହୁ ଅନୁରୋଧ କରିଛନ୍ତି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026

You Might Also Like