-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||     

HOME   ଜିଲ୍ଲା

ଇଣ୍ଡୋର ଷ୍ଟାଡିୟମରେ ଗ୍ରୀଷ୍ମକାଳୀନ ବ୍ୟାଡମିଣ୍ଟନ ତାଲିମ ଶିବିର ଉଦଘାଟନ |

05-May-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଚଳିତ ବର୍ଷ ଖରା ଛୁଟିରେ ରାଜ୍ୟସରକାରଙ୍କ କ୍ରୀଡ଼ା ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଇନଡୋର ଷ୍ଟାଡିୟମ ଗୁଡିକରେ ୮ ବର୍ଷ ବୟସ ରୁ ୧୬ ବର୍ଷ ବୟସ ପର୍ଯନ୍ତ ଛାତ୍ର ଛାତ୍ରୀ ମାନେ ମାଗଣାରେ ବ୍ୟାଡମିଣ୍ଟନ ତାଲିମ୍ ନେଇପାରିବେ। ଏହି ତାଲିମ୍ ଶିବିର ଆସନ୍ତା ମେ ୩୧ ପର୍ୟ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଦିଆଯିବ। ଏଥି ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ଆଜି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ଠାରେ ଏହି କାର୍ଯ୍ୟକ୍ରମର ଉଦଘାଟନ କରଯାଇଥିଲା l ଉଦଘାଟନୀ ସମୟରେ ମୁଖ୍ୟ ଅତିଥି ଭାବେ ବିନିକା ଏନଏସି କାର୍ୟନିର୍ବାହି ଅଧିକାରୀ ମାନସ ରଞ୍ଜନ ଭୋଇ ଯୋଗଦେଇ  ଫିତାକାଟି ଶୁଭାରମ୍ଭ କରିଛନ୍ତି । ଅଞ୍ଚଳର ଛାତ୍ର ଛାତ୍ରୀ ମାନଙ୍କ ପାଖରେ ଥିବା ପ୍ରତିଭା ଲୁଚି ଯାଉଥିବାରୁ ସରକାରଙ୍କ ଏହି ପଦକ୍ଷେପ ଛାତ୍ର ଛାତ୍ରୀଙ୍କ ପ୍ରତିଭା ଜଣାପଡ଼ିବ l ଛାତ୍ର ଛାତ୍ରୀ ମାନେ କ୍ରୀଡା ପ୍ରତି ମନୋବଳ ଅଧିକ ଦେଇ ଖେଳକୁ ମୁଖ୍ୟ ଗୁରୁତ୍ଵ ଦେଲେ ଶାରୀରିକ ଓ ମାନସିକ ସ୍ଥରରେ ଉନ୍ନତି ହୋଇପାରିବ l ତେଣୁ ଅଞ୍ଚଳର ସମସ୍ତ ଛାତ୍ର ଛାତ୍ରୀ ମାନେ ଆସି ତାଲିମ ନିଅନ୍ତୁ ବୋଲି ମୁଖ୍ୟ ଅତିଥି ବିନିକା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026

You Might Also Like