-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକଙ୍କ ପରଲୋକ

07-May-2025



ବରୀ ଅଧୀନ ବ୍ଲକ୍ ବେଞ୍ଜାରପୁର ମନ୍ଦ।ର ବିଦ୍ୟାଳୟର ସରକାରୀ ଉଚ୍ଚ ପ୍ରଧାନଶିକ୍ଷକ ପାବକ ମହାପାତ୍ରଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି।
ତାଙ୍କୁ (୫୬)ବର୍ଷ ବୟସ ହୋଇଥିଲା। ସୋମବାର ରାତିରେ ସେ ନିଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ନିଆଯାଇଥିଲା। ବଡ଼ଚଣା ନିକଟରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଖବର ପ୍ରଚାରିତ ହେବାପରେ ବରୀ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ବରୀ ବ୍ଲକ୍ ଅଧୀନ ୨୨ନଂ. ଜିଲା ପରିଷଦ ସଭ୍ୟ ଅଶୋକ ସାମଲ, ପ୍ରଧାନଶିକ୍ଷକ ନିର୍ମଳ ଜେନା, ଭାଗ୍ୟଧର ସାହୁ, ଦେବେନ୍ଦ୍ର ଦାସ, ନିକୁଞ୍ଜ ସାମଲ ଓ ପ୍ରଦୀପ୍ତ ସାମଲଙ୍କ ସମେତ ଯାଜପୁର, କେନ୍ଦ୍ରାପଡ଼ା ଏବଂ କଟକ ଜିଲା ଶିକ୍ଷକ ସଂଘର କର୍ମକର୍ତ୍ତା ତାଙ୍କ ବଡ଼ଚଣା ଅଞ୍ଚଳ ବାସଭବନରେ ପହଞ୍ଚି ଶେଷଦର୍ଶନ କରିବା ସହିତ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ତାଙ୍କ ଅକାଳ ବିୟୋଗରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ମନ୍ତ୍ରୀ ଅମର ପ୍ରସାଦ ଶତପଥୀ, ବରୀ ବିଧାୟକ ବିଶ୍ବରଞ୍ଜନ ମଲ୍ଲିକ, ପୂର୍ବତନ ବରୀ ବିଧାୟିକା ସୁନନ୍ଦା ଦାସ, ବରୀ ରୀ ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡ଼ି, ଲୀପ ମହାନ୍ତି, ସରପଞ୍ଚ ଧୀରେନ୍ଦ୍ର ନାଥ ପ୍ରମୁଖ ଜେନା ଓ ସରପଞ୍ଚ ଚ ଚପଳା ମଲ୍ଲ ପ୍ରମୁ ଶୋକ ପ୍ରକାଶ କରିଛନ୍ତି। ଗାଁ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଶେଷକୃତ୍ୟ ବେଳେ ବରୀ ଓ ବଡ଼ଚଣା ଅଞ୍ଚଳର ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026

You Might Also Like