-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ତୋଷାଳୀ ସାମ୍ବାଦିକ ସଙ୍ଘ ଗଠିତ

07-May-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହରର ଇଷ୍ଟ ଦେବୀ ମାଁ ସମଲେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ବୁଧବାର  ତୋଷାଳୀ ସାମ୍ବାଦିକ ସଙ୍ଘ ଗଠିତ ହେବା ସହ ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି l ବରିଷ୍ଠ ସାମ୍ବାଦିକ ମନୋଜ କୁମାର ଜୈନଙ୍କ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇଥିବା ବେଳେ ଆଇନଜୀବୀ ତଥା ସମାଜସେବୀ ବୀରେନ୍ଦ୍ର ବାଗ ମୁଖ୍ଯ ଅତିଥି ଭାବେ ଯୋଗଦେଇ କହିଥିଲେ ନିର୍ଭିକ ଭାବେ ଖବର ପରିବେଷଣ କରିବା ସହ ଲୋକମାନଙ୍କ ଅସୁବିଧା ଗୁଡିକ ପ୍ରଶାସନ ପାଖରେ ପହଞ୍ଚାଇ ତାର ସମାଧାନ କରିବା ସହ ଅଞ୍ଚଳର ମୁଖ୍ଯ ସମସ୍ୟା ଗୁଡିକ ଲୋକଲୋଚନକୁ ଆଣିବାକୁ ଚେଷ୍ଟା କରିବାକୁ ଆହ୍ବାନ କରିଥିଲେ। ସର୍ବସମ୍ମତି କ୍ରମେ ସଭାପତି- ଶମ୍ଭୁ ପ୍ରସାଦ ସାହୁ, ଉପ ସଭାପତି- ଅରବିନ୍ଦ ବିଶ୍ୱାଳ, ସମ୍ପାଦକ- ମନୋଜ କୁମାର ଜୈନ, ସହ ସମ୍ପାଦକ- ପଞ୍ଚାନନ ନାଏକ, କୋଷାଧ୍ୟକ୍ଷ ହରିଶଙ୍କର ବାଗ ରହିଥିବା ବେଳେ କମିଟିର ସଦସ୍ୟ ଭାବେ ଶେଷ ଦେବ ମେଲ୍ଲୀ (ସମାଜ), ମାନୁ ମହାକୁଡ଼ (ସମାଜ), ଦୀପା ଶର୍ମା (କନକ ଟିଭି), ସୁନ୍ଦର ସାହୁ (ଓଡିଶା ହାଲଚାଲ), ଲଳିତ ସାହୁ (ମହକ ଟିଭି), ତ୍ରିନାଥ ପ୍ରଧାନ (ଓଡ଼ିଆ ବାର୍ତ୍ତା), ମାମି କୁମାରୀ ପ୍ରଧାନ (ସ୍ୱାସ୍ଥ୍ୟ ସମାଚାର), ଦିନ ଦୟାଲ କେଡ଼ିଆ (ନବଭାରତ), ଜିତୁ ରଣା (ମିର୍ଚା ଟିଭି), ମିତା ସାହୁ (ଏକ୍ସନ ନେସନାଲ) ଆଦି କମିଟିର ସଦସ୍ଯ ରହିଛନ୍ତି। ପରାମର୍ଶ ଦାତା ଭାବେ ଚନ୍ଦ୍ରଭାନୁ ମୌଲାନା ( ନ୍ୟୁଜ୧୮ର ଜିଲ୍ଲା ସାମ୍ବାଦିକ ), ବୀରେନ୍ଦ୍ର ଝାଙ୍କାର ( ଧରିତ୍ରୀ ଜିଲ୍ଲା ସାମ୍ବାଦିକ ), ସୁଧାଂଶୁ ଶେଖର ରାଉତ (ଫୋକସ ପ୍ଲସ ଏମ.ଡି ଭୂବନେଶ୍ବର), ସଞ୍ଜୟ ବେହେରା ( ନକ୍ଷତ୍ର ନ୍ୟୁଜ ଜିଲ୍ଲା ସାମ୍ବାଦିକ ଓ ଏ.ଏନ.ଆଇ ସାମ୍ବାଦିକ), ପ୍ରମୋଦ କୁମାର ନାଏକ ( ଆଇନଜୀବୀ ଓ ପୂର୍ବତନ ଜିଲ୍ଲା ବାର ଏସୋସିଏସନ ସେକ୍ରେଟେରୀ), ଦିନ ଦୟାଲ କେଡ଼ିଆ (ନବଭାରତ ସାମ୍ବାଦିକ), ବୀରେନ୍ଦ୍ର ବାଗ ( ଆଇନଜୀବୀ ତଥା ହୁମାନ ରାଇଟ ଅଧ୍ୟକ୍ଷ), ନିବେଶ ପାଣିଗ୍ରାହୀ (ମୋର ସମୀୟା ସାମ୍ବାଦିକ), ମାନସ ମହାନ୍ତି (ନନ୍ଦିଘୋଷ ଟିଟିଲାଗଡ ସାମ୍ବାଦିକ) ରହିଥିବା ବେଳେ ଶେଷରେ ହରିଶଙ୍କର ବାଗ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like