-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୟ    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ସୋନପୁର ୟୁନିଅନ ବ୍ୟାଙ୍କ ପକ୍ଷରୁ କୃଷି ପ୍ରଚାର ଶିବିର ଅନୁଷ୍ଟିତ

09-May-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ) ୟୁନିଅନ ବ୍ୟାଙ୍କ୍ ଅଫ ଇଣ୍ଡିଆ ର ସୋନପୁର ରେ ଥିବା ଦୁଇ ଶାଖା ଦ୍ଵାରା କୃଷି ପ୍ରଚାର ଶିବିର ର ଆୟୋଜନ କରାଯାଇଥିଲା। ଏଥିରେ ଅତିଥି ଭାବେ ଉପ ଆଞ୍ଚଳିକ ପ୍ରମୁଖ ଶ୍ରୀଯୁକ୍ତ ସରୋଜ କୁମାର ମହାନ୍ତି, ଜିଲ୍ଲା ପ୍ରକଳ୍ପ ସଂଯୋଜକ ଶ୍ରୀଯୁକ୍ତ ବିଶ୍ୱଜିତ୍ ପରିଡ଼ା, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶ୍ରୀଯୁକ୍ତ ଦୁର୍ଗା ପ୍ରସାଦ ତ୍ରିପାଠୀ,  ନାବାର୍ଡ ଜିଲ୍ଲା ଉନ୍ନୟନ ପରିଚାଳକ ଶ୍ରୀଯୁକ୍ତ ସତ୍ୟ ସ୍ୱରୂପ ବେଦାନ୍ତ, ଏଫ୍ ଏଲ୍ ସି ସି ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ମିଶ୍ର, ବ୍ଲକ ପ୍ରକଳ୍ପ ସଂଯୋଜକ ମିଶନ ଶକ୍ତି ଶ୍ରୀଯୁକ୍ତ ସଚିଦାନନ୍ଦ ବୁଡେକ୍ ଯୋଗ ଦେଇଥିଲେ। ଏହି ଶିବିର ରେ ୟୁନିଅନ୍ ବ୍ୟାଙ୍କ୍ ଅଫ ଇଣ୍ଡିଆ ତରଫରୁ ବ୍ୟାଙ୍କ୍ ରେ ଉପଲବ୍ଧ ଥିବା ବିଭିନ୍ନ କୃଷି ଭିତ୍ତିକ ଯୋଜନା ଯେପରି କିଷାନ କ୍ରେଡିଟ କାର୍ଡ, ସ୍ଵୟଂ ସହାୟକ ଗୋଷ୍ଠୀ ଋଣ, ପ୍ରାଣୀ ସମ୍ପଦ ଭିତ୍ତିକ ଋଣ (କୁକୁଡ଼ା ପାଳନ, ଗାଈ ପାଳନ, ଛେଳି ଓ ମେଣ୍ଢା ପାଳନ), କୃଷି ଯନ୍ତ୍ରପାତି ଏବଂ ଉପକରଣ ଋଣ, ଏଗ୍ରୀ ଏନ୍ଫ୍ରାଷ୍ଟ୍ରକଚର ଫଣ୍ଡ (କୃଷୀ ଭିତ୍ତି ଭୂମି ଅନୁଦାନ) ଋଣ ବିଷୟରେ  ଲୋକମାନଙ୍କୁ ଅବଗତ କରାଗଲା। ଏଥିରେ ନଅ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କୁ ୯୦ ଲକ୍ଷ୍ୟ ଟଙ୍କା ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରାଗଲା । କୃଷି ଯନ୍ତ୍ରପାତି କ୍ରୟ କରିବା ପାଇଁ ୧୦ ଲକ୍ଷ୍ୟ ଟଙ୍କା ର ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରାଗଲା । ଶେଷରେ ସୋନେପୁର ଶାଖା ପରିଚାଳକ ଶ୍ରୀଯୁକ୍ତ ଅଭିଳାଷ ଗୁରୁ ଧନ୍ୟବାଦ୍ ଜ୍ଞାପନ କରି ସଭା ସମାପ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୟ   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like

  ଜିଲ୍ଲା  

ୟୟ