-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲା ସେଠ୍ ଜାମପାଣୀ ଗାଁ ରେ ଲୁପ୍ତ ପ୍ରାୟ ଖାଦ୍ୟର ପ୍ରଦର୍ଶନୀ ଆୟୋଜିତ

09-May-2025



ନୂଆଁପଡ଼ା(ପରମେଶ୍ୱର ମେହେର): ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶରେ ଜିଲ୍ଲା କୃଷି ବିଭାଗ ତରଫରୁ ନୂଆପଡା ବ୍ଲକ୍ ସେଠ୍ ଜାମପାଣୀ ଗାଁରେ ଲୁପ୍ତ ପ୍ରାୟ ଖାଦ୍ୟ (Forgotten Food) ର ଏକ ପ୍ରଦର୍ଶନୀ ଆୟୋଜିତ  ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜି ଆର୍ ରେଡ୍ଡି ରାଘବେନ୍ଦ୍ର, ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ୍ଜ୍ ଖାନ୍,ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧାରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବି ଡି ଓ ନୂଆପଡା ରୋହିତ ଭୋଇ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡଃ ଆଲୋକ କୁମାର ନାୟକ, ଉପ ନିର୍ଦ୍ଦେଶକ ଉଦ୍ୟାନ କୃଷି ହରେକୃଷ୍ଣ ଚାନ୍ଦ ହାଁସଦା, ଜି ଏମ୍ ଡି ଆଇ ସି ସମିର ମୁଦୁଲି, ଏଲ ଡି ଏମ୍ ସୀତାରାମ ମେହେର, ଡି ଆର୍ ସି ଏସ୍ ଶିବ ପ୍ରସାଦ ସ୍ୱାଇଁ, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ, ଉପାଧ୍ୟକ୍ଷ ନୂଆପଡା ବ୍ଲକ୍, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଯୋଗ ଦେଇଥିଲେ। ଚାକୋଟିଆ ଭୁଞ୍ଜିଆ ସମ୍ପ୍ରଦାୟର ଆଦିବାସୀ ମହିଳା ମାନେ

ବନଫୁଲ ଦେଇ ଅତିଥି ମାନଙ୍କୁ ସ୍ଵାଗତ କରିଥିଲେ ।  ଆଦିବାସୀ ଗ୍ରାମବାସୀ ସେମାନଙ୍କ ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରି ଅତିଥି ମାନଙ୍କୁ ପରିବେଷଣ କରିଥିଲେ ।  ସେମାନଙ୍କ ଜୀବନ ଶୈଳୀ ସହିତ ଲୁପ୍ତପ୍ରାୟ ଖାଦ୍ୟର ପ୍ରଦର୍ଶନୀ ବେଶ ଆକର୍ଷଣୀୟ ହୋଇଥିଲା । ଜିଲ୍ଲାପାଳଙ୍କ ସହିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏହାକୁ ବେଶ୍ ଉପଭୋଗ କରିଥିଲେ ।ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବୁଝି ଏସବୁର ଶିଘ୍ର ସମାଧାନ କରିବା ପାଇଁ ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଥିଲେ ।ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ନାୟକଙ୍କ ପରିଚାଳନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ   କୃଷି ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ମାନେ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like