-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ସହରରେ ଖାଦ୍ୟ ନିରାପତ୍ତା ଅଧିକାରୀ ଓ ଟିମ ର ହୋଟେଲ ଚଢ଼ାଉ: ୭ହଜାର ଟଙ୍କା ଫାଇନ ଆଦାୟ

09-May-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ଜିଲ୍ଲା ମୁଖ୍ୟ ଚିକିତ୍ସା ଓ 
ଜନସ୍ୱାସ୍ଥ୍ୟ ଅଧିକାରୀ ଡା.ପ୍ରଦୀପ କୁମାର ଗୁରୁ ଓ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା.ମନୋଜ କୁମାର ଅଦାବରଙ୍କ ନିର୍ଦେଶ କ୍ରମେ ଆଜି ସକାଳ ୯ଟା ରୁ ଦିନ ୨ ଟା ପର୍ଯ୍ୟନ୍ତ ସୋନପୁର ସହରର ସମସ୍ତ ହୋଟେଲ ମାନଙ୍କରେ ଖାଦ୍ୟ ନିରାପତ୍ତା ଅଧିକାରୀ ଓ ତାଙ୍କ ଟିମ୍  ର ଚଢ଼ାଉ ପରେ ୨୦ ଗୋଟି ଦୋକାନରୁ ୭ହଜାର ଟଙ୍କା ଫାଇନ ଆଦାୟ କରାଗଲା l ନଳିନୀ ଛକ, ପୁରୁଣା ଥାନା, କଚେରୀ ଓ ନୂଆଁ ହସ୍ପିଟାଲ ଅଞ୍ଚଳରେ ଆଜି ଏ ସ୍କ୍ୱାର୍ଡ ଚଢାଉ କରିଥିଲେ l ଉକ୍ତ ସ୍କ୍ୱାର୍ଡରେ ଖାଦ୍ୟ ନିରାପତ୍ତା ଅଧିକାରୀ ସସ୍ମିତା ନାଏକ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ, ରାଜୀବ ପଧାନ, ପୋଲିସ ସବଇନ୍ସପେକ୍ଟର ଶଶୀରେଖା ଲୁହା, ପୋଲିସ କନେଷ୍ଟବଳ ରୋନାଲ ପ୍ରଧାନ ଓ ନୀଳିମା ପଟ୍ଟନାୟକ ପ୍ରମୁଖ ସାମିଲ ଥିଲେ l ଚଢ଼ାଉ ବେଳେ ୨୦ କିଲୋର ବାସିଖାଦ୍ୟ ସବୁ ନଷ୍ଟ କରାଗଲା l ଦୂଷିତ ଖାଦ୍ୟ ପାନୀୟ ଲୋକଙ୍କୁ ନଦେବା ପାଇଁ ତାଗିଦ କରାଗଲା ଓ ଆଗକୁ ଯଦି ଏହାର ଖିଲାପ କରିବେ ତାଙ୍କୁ ଆଇନ ଅନୁଯାୟୀ ଉଚିତ ଦଣ୍ଡ ଦିଆଯିବ ବୋଲି ଦୋକାନୀଙ୍କୁ ସୁଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like