-+91-9937148622 |

prerana_bgr@rediffmail.com |

  Monday 18th May 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   (18-May-2026)       ||      ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   (18-May-2026)       ||      ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   (18-May-2026)       ||      କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   (18-May-2026)       ||      ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (18-May-2026)       ||      ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ    (18-May-2026)       ||      ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   (18-May-2026)       ||      ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    (18-May-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ     (17-May-2026)       ||      ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ    (17-May-2026)       ||      ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ    (17-May-2026)       ||      ୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   (17-May-2026)       ||      ୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଷଷ୍ଠ ଦିବସ   (17-May-2026)       ||      ଧର୍ମଗଡ଼ ଯାଦବ ଜିଲ୍ଲା ମହାସଭା କାର୍ଯ୍ୟାଳୟ ଉଦଘାଟନ ଓ ସମ୍ବର୍ଦ୍ଧନା ସଭା ।   (17-May-2026)       ||      ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ପତ୍ର ବଣ୍ଟନ   (17-May-2026)       ||      ଡାବୁଗାଁ ରେ ଜଗନ୍ନାଥ ଲୋକ କଳା ପରିଷଦ ର ବୈଠକ   (17-May-2026)       ||      *ସୋନପୁର ଥାନାରେ ଜିଲ୍ଲା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ପରିଚୟ ପତ୍ର ପ୍ରଦାନ*-   (17-May-2026)       ||      ଟ୍ରାକ୍ଟର ଦୁର୍ଘଟଣା ରେ ଚାଷୀ ମୃତ।   (17-May-2026)       ||      *ମାନିଗାଁ ରେ ଆରମ୍ବ ହେଲା ନିଶା ମୁକ୍ତ ଅଭିଯାନ*   (17-May-2026)       ||      ଅପରାଧୀଙ୍କ ନିକଟରେ ଖୁବ୍ ଶୀଘ୍ର ପହଂଚି କାବୁ କରିବା ପାଇଁ ନୂଆବାଜର ଛକରେ ପୋଲିସ ପକ୍ଷରୁ ମକ ଡ୍ରିଲ୍   (17-May-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଦହି ସର୍ବତ ବଣ୍ଟନ

09-May-2025



କଟକ (ପ୍ରେରଣା ଖବର): ପ୍ରଚଣ୍ଡ ଗ୍ରୀଷ୍ମ ଓ ଉତ୍ତପ୍ତ  ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଓଡ଼ିଶାର ସର୍ବପୁରାତନ ମହିଳା ଅନୁଷ୍ଠାନ ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ କଟକ ବକ୍ସି ବଜାର ସ୍ଥିତ ନାରୀ ସେବାସଦନ ସମ୍ମୁଖ ରେ ଦାହିସର୍ବତ ଓ ମିଠା ଲସି ବଣ୍ଟନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l

ଏହି "ଜଳଦାନ  ମହlପୁନ୍ୟ" କାର୍ଯ୍ୟକ୍ରମକୁ ସଂଘର ସଭାନେତ୍ରୀ ଡ଼. ପ୍ରତିମା ମହାପାତ୍ର ଓ ବରିଷ୍ଠ ସଦସ୍ୟl ଲେଖିକା ପ୍ରଭା ପଟ୍ଟନାୟକ  ଉଦ୍ଘାଟନ କରିଥିଲେ। ସଂଘ ସମ୍ପଦିକl ଆଭା କାନୁନଗୋ କାର୍ଯ୍ୟକ୍ରମରେ ଭାଗନେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ଦହିସର୍ବତକୁ ପ୍ରସ୍ତୁତ କରିଥିଲେ ହଲ୍ ସମ୍ପlଦିକl ମଞ୍ଜୁ  ସିଂ, କାର୍ଯକାରୀ

କମିଟି ସଭ୍ୟା ସୁପ୍ରିତି ଦାସ୍ , ସାଗଠନ ସମ୍ପlଦିକl  ମୀରା ବେଉରା, କୋଷାଧ୍ୟକ୍ଷl  ନୟନ ତାରl  ନନ୍ଦ, ଏଫ୍ ସି ସି କାଉନସିଲର ସୂପର୍ଣ୍ଣl  ବେହେରା।
ଏହି କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କମିଟି ସଭ୍ୟା କଲ୍ୟାଣୀ ସାହୁ, କୁମକୁମ୍ ବୋଷ, ମମତା ଦାସ, ପଦ୍ମଜା ତ୍ରିପାଠୀ, ଅର୍ଚ୍ଚନା ଦାସ୍ କାନୁନଗୋ, ବୈଜୟନ୍ତୀ ଖଟୁଆ, ଶାନ୍ତିଲତା ଦାସ୍, ଡ଼. ସୁମିତl ମହାନ୍ତି ଓ ବାଣୀ ନିର୍ମାଲ୍ୟ ପ୍ରମୁଖ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   18-May-2026
  ଜିଲ୍ଲା  
ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   18-May-2026
  ରାଜ୍ୟ  
ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   18-May-2026
  ଜିଲ୍ଲା  
କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   18-May-2026
  ରାଜ୍ୟ  
ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   18-May-2026
  ଜିଲ୍ଲା  
ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ   18-May-2026
  ଅପରାଧ  
ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   18-May-2026
  ରାଜ୍ୟ  
ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    18-May-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ    17-May-2026
  ଜିଲ୍ଲା  
ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ   17-May-2026
  ରାଜ୍ୟ  
ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ   17-May-2026
  ରାଜ୍ୟ  
୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   17-May-2026

You Might Also Like