-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   (24-Jan-2026)       ||      *୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   (24-Jan-2026)       ||      ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ

10-May-2025



ବଲାଙ୍ଗିର, ସ୍ଥାନୀୟ ପିଏମ୍ ଶ୍ରୀ ପି.ଆର.ହାଇସ୍କୁଲ ଠାରେ ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠିଙ୍କ ସଭାପତିତ୍ୱରେ ଜୁନିୟର ରେଡକ୍ରସ ବଲାଙ୍ଗିର ଶାଖା ତରଫରୁ ଜିଲ୍ଲା ସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । ରେଡକ୍ରସର ପ୍ରାଣ ପ୍ରତିଷ୍ଠାତା ସାର ଜାଁ ହେନେରି ଡୁନାନ୍ଟ ଙ୍କ ଫଟୋଚିତ୍ରରେ ଏହି ଅବସରରେ ସମସ୍ତ ଅତିଥି ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ମେହେର ଯୋଗଦାନ କରି ସେବାର ମହତ୍ୱ ବିଷୟରେ ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର ଉପସ୍ଥିତ ରହି ପରାମର୍ଶଦାତା ତଥା ଜୁନିୟରମାନଙ୍କୁ

ଏହି ଅବସରରେ ଉତ୍ସାହିତ କରିଥିଲେ । ଜିଲ୍ଲା ଜୁନିୟର ରେଡକ୍ରସ ସଂପାଦକ ତଥା ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ବାଗ ସଭାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ବିକାଶ ରଂଜନ ସାହୁ ଯୋଗଦାନ କରି ହେନେରି ଡନାନ୍ଟ ଙ୍କ ଦେଶ ପ୍ରତି ଅବଦାନ ସମ୍ପର୍କରେ ମତ ରଖିଥିଲେ । ସଭାପତି ଶ୍ରୀମତୀ ସେଠି ଏହି ପରି ଏକ ସେବା ସଂସ୍ଥା ରେ ଯୋଗଦାନ କରି ସ୍ୱାସ୍ଥ୍ୟ, ସେବା ଓ ବନ୍ଧୁତା ପରି ଲକ୍ଷ୍ୟ ନେଇ ସମସ୍ତେ ଭବିଷ୍ୟତରେ ନିସ୍ୱାର୍ଥପର ସେବା ଯୋଗାଇବା ପାଇଁ ପ୍ରୋତ୍ସାହନ ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ସାଧନକର୍ମୀ ରବିନ୍ଦ୍ର ଠେଠୁଆଲ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ସାଧନକର୍ମୀ ତଥା ଟିଟିଲାଗଡ ଉପଖଣ୍ଡ ସଂଯୋଜକ ହେମନ୍ତ ବେମାଲ । ଏହି ଅବସରରେ ଲୋକମାନଙ୍କ ଉଦ୍ଦେଶ୍ୟରେ ପରାମର୍ଶଦାତା, ସାଧନକର୍ମୀ, ପ୍ରଧାନ ଶିକ୍ଷକ ଓ ଶିକ୍ଷିକା ଏବଂ ସ୍ଥାନୀୟ ବିଦ୍ୟାଳୟର କର୍ମଚାରୀମାନଙ୍କ ସହଯୋଗ ରେ ଦହିପଣା ବଣ୍ଟନ କରାଯାଇଥିଲା । ଗ୍ରୀଷ୍ମ ପ୍ରବାହର ପ୍ରକୋପ ଯୋଗୁଁ ଜନସାଧାରଣ ଦହିପଣା ବଣ୍ଟନ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   24-Jan-2026
  ଜିଲ୍ଲା  
*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   24-Jan-2026
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026

You Might Also Like