-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

୫କୁଇଣ୍ଟାଲ ରୁ ଉର୍ଦ୍ଧ୍ଵ ଗଞ୍ଜାଇ ସହ ମେକ୍ସ ପିକ୍ଅପ ଜବତ,ଆସାମୀ ଫେରାର

11-May-2025



ରିପୋର୍ଟ: ଜୟ କୁମାର ମହାରଣା 

ଘଣ୍ଟାପଡ଼ା ଥାନା ପୋଲିସକୁ ବଡ଼ ସଫଳତା…..

କଣ୍ଟାମାଳ,  ଗଞ୍ଜାଇ ମୁକ୍ତ ଓଡ଼ିଶା ପାଇଁ ବୌଦ୍ଧ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କଡା ନିର୍ଦେଶ କ୍ରମେ ଜିଲ୍ଲାର ପ୍ରତ୍ୟେକ ଥାନାର ପୁଲିସମାନେ ଦେଖାଯାଇଛନ୍ତି ତତ୍ପରତା । ପ୍ରତ୍ୟେକଦିନ ଜିଲ୍ଲାରେ କ୍ଵିଣ୍ଟାଲ କ୍ଵିଣ୍ଟାଲ ଗଞ୍ଜାଇ ଧରାପଡ଼ିବା ସତ୍ତ୍ୱେ ଏ ଲାଭ ଜନକ ଗ୍ରୀନହୀରା ବେପାରକୁ ଆପଣେଇ ନେଇଛନ୍ତି ମାଫିଆ । ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ କୌଣସି ସୂତ୍ରରୁ ଖବର ପାଇଥିଲା ଘଣ୍ଟାପଡା ଥାନା ପୋଲିସ   l  ଏହି ଥାନାର ଆଭ୍ୟନ୍ତରୀଣ ନାରାୟଣପ୍ରସାଦ ଗ୍ରାମ ନିକଟରେ ପୋଲିସ ଟିମ ଛକି ରହି ଅନୁଧ୍ୟାନ କରିଥିଲେ । ଏହିସମୟରେ ଅପର ପଟରୁ ଆସୁଥିବା ଏକ ପିକ୍ଅପ ଗାଡି  ପୋଲିସକୁ ଦୂରରୁ ଦେଖି ଅଟକିଥିଲା  l   ସେହିଗାଡ଼ିରୁ ଚାଳକ ସହ ଅନ୍ୟମାନେ  ପୋଲିସକୁ ଦେଖି ଚମ୍ପଟ ମାରିଥିଲେ। ପୋଲିସ ଉକ୍ତ ସନ୍ଦିଗ୍ଧ ଗାଡି ନିକଟକୁଯାଇ ଗାଡ଼ିକୁ  ଖାନତଲାସୀ କରିବାରୁ ବହୁ ପରିମାଣର ଗଞ୍ଜାଇ ଜବତ କରିଥିଲା  । ଏନେଇ ପୋଲିସ ଏକ ମାମଲା ରୁଜୁ କରି  ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗଞ୍ଜାଇ ଓଜନ କରିବାରୁ ଏହାର ପରିମାଣ ୫ କ୍ଵିଣ୍ଟାଲ ୭୦ କେଜି ହେଲା। ଜବତ ମ୍ୟାକ୍ସ ପିକ୍ଅପ୍ ଗାଡି ନଂ ଓଡି o୩ ଭି- ୩୩୦୫ ସହ ସମସ୍ତ ଗଞ୍ଜାଇ ଜବତ କରିଥିବା ନେଇ ଘଣ୍ଟାପଡ଼ା ଥାନାଧିକାରୀ ମାଧବଚ଼ନ୍ଦ୍ର ଟାକ୍ରୀ ସୂଚନା ଦେଇଛନ୍ତି। ସେହିପରି ଏହାର ଦୁଇଦିନ ପୂର୍ବରୁ କଣ୍ଟାମାଳ ଥାନା ପୋଲିସ ମଧ୍ୟ ଗାଡ଼ି ସହ ୫ କ୍ଵିଣ୍ଟାଲ ୭କେଜି ୮୦୦ ଗ୍ରାମ ଗଞ୍ଜାଇ ଏବଂ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବୌଦ୍ଧ ଆରକ୍ଷୀ ଅଧିକ୍ଷକଙ୍କଠାରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like