-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ପକ୍ଷରୁ ବାର୍ଷିକୋତ୍ସବ; ସାରସ୍ଵତ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ରେ ଭାଗନେଲେ ବହୁ କବି ଓ ସାହିତ୍ୟପ୍ରେମୀ

11-May-2025



ବଲାଙ୍ଗିର- ସମାଜ, ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ 'ରଚନା'ର ବାର୍ଷିକ ଉତ୍ସବ ସ୍ଥାନୀୟ ସାମ୍ବାଦିକ ଭବନରେ ପାଳିତ ହୋଇଯାଇଛି। 'ରଚନା'ର ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ଗାଳ୍ପିକା ଶ୍ରୀମତୀ ଗାୟତ୍ରୀ ସରାଫ ଏବଂ ମୁଖ୍ୟ ବକ୍ତା ଭାବରେ ବିଶିଷ୍ଟ ପ୍ରାବନ୍ଧିକ ଓ ଶିକ୍ଷାବିତ୍ ଡ଼ ଅଭିରାମ ବିଶ୍ୱାଳ ଯୋଗଦେଇ "ସାହିତ୍ୟରେ ସାମାଜିକ ପ୍ରତିବଦ୍ଧତା" ବିଷୟରେ ଭାବଗର୍ଭକ ମତ ରଖିଥିଲେ। ଏହି ଅବସରରେ 'ରଚନା' ଦ୍ୱାରା ପ୍ରକାଶିତ କବି ମୃଗେଶ ବୈଷ୍ଣବ ପାଣିଗ୍ରାହୀଙ୍କ "ଅମାବାସ୍ୟା ଆକାଶରେ ଜହ୍ନ", କବି ରତ୍ନମୟ ତ୍ରିପାଠୀଙ୍କ 

"କହିଥିଲ ବୋଲି" ଏବଂ ଡାକ୍ତର ଜ୍ୟୋତି ସାହୁଙ୍କ "ଅନବଦ୍ୟ" କବିତା ସଂକଳନ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇ ଥିଲା। ସଭା ପରିଚାଳନା କରିଥିଲେ 'ରଚନା'ର ସମ୍ପାଦକ ଭାଗୀରଥି ମିଶ୍ର। 

ଦ୍ଵିତୀୟ ଅଧିବେଶନରେ "ଆଧୁନିକତା ପରିପ୍ରେକ୍ଷୀରେ ଆମ ସଂସ୍କୃତି ଓ ପରମ୍ପରା" ଶୀର୍ଷକ ଆଳାପ ଆଲୋଚନାରେ ସଂସ୍କୃତି-ଗବେଷକ ଅଧ୍ୟାପକ ମୋହନ ସାହୁ, ସାହିତ୍ୟିକା ଡାକ୍ତର ମଞ୍ଜୁବାଳା ପଣ୍ଡା ଓ ଅଧ୍ୟାପକ ଡ. ସଦାଶିବ ମଲ୍ଲିକ ଏବଂ ଅନେକ ବୁଦ୍ଧିଜୀବୀ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ସଞ୍ଚାଳନା କରିଥିଲେ 'ରଚନା'ର ଉପସଭାପତି କବି ଆନଂଦ ଚନ୍ଦ୍ର ସାହୁ ଏବଂ ଧନ୍ୟବାଦ ଦେଇଥିଲେ ଅଧ୍ୟାପକ ଜୟ କୁମାର ଆଚାର୍ଯ୍ଯ l

ତୃତୀୟ ଅଧିବେଶନରେ କବି ପ୍ରହଲ୍ଲାଦ ଶତପଥିଙ୍କ ସଭାପତିତ୍ବରେ ଅନୁଷ୍ଠିତ "କବିତା ସହ ପ୍ରୀତି ପାଳିବାର ରୀତି" ଶୀର୍ଷକ ସାମାନ୍ୟ କଥନରେ କବି ନବୀନ ବିଶ୍ୱବନ୍ଧୁ ଓ କବି ବନ୍ଦନା ପଟ୍ଟନାୟକ ନିଜର ମତ ଉପସ୍ଥାପନା କରିବା ସହ ସ୍ୱରଚିତ କବିତା ପାଠ କରିଥିଲେ। ଏହାପରେ କବି ସସ୍ମିତା ନେପାକ, କବି ସବିତା  ମହରା ଏବଂ କବି ମଧୁସୂଦନ ନେଗୀଙ୍କ ମନୋଜ୍ଞ ସଂଯୋଜନାରେ ଅନୁଷ୍ଠିତ ବହୁଭାଷୀ କବିତା ଆସରରେ ୬୦ରୁ ଉର୍ଦ୍ଧ୍ବ କବି ସ୍ୱରଚିତ କବିତା ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like