-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ମାଟ୍ରିକ୍ ଏ–୧ରେ କୃତକାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

11-May-2025



ବରୀ ନିର୍ବାଚନମଣ୍ଡଳୀରେ ଚଳିତ ମାଟ୍ରିକ ପରୀକ୍ଷାରେ ଏ-୧ରେ କୃତକ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ରଙ୍କୁ ସମ୍ବନ୍ଧିତ କରାଯାଇଛି | ବରୀ ବ୍ଲକ୍ ଅଞ୍ଚଳର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଚାଳଘର ସାହିତ୍ୟ ସଂସଦ ତରଫରୁ ଈଶାଣେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥ୍ ଭାବେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଯୋଗଦେଇ ଏ-୧ରେ କୃତକାର୍ଯ ର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ରଙ୍କୁ ଉତ୍ତରୀୟ, ଉପଢୌକନ, ପୁଷ୍ପଗୁଚ୍ଛ ଓ ପୁରସ୍କାର ଦେଇ
ଅତିଥିଙ୍କ ଗହଣରେ ସମ୍ବନ୍ଧିତ । ହୋଇଥିବା କୃତୀ ଛାତ୍ରୀଛାତ୍ର ।
ସମ୍ବନ୍ଧିତ କରିଥିଲେ। ଏଥିସହିତ ଆଗାମୀ ଦିନରେ ନିଶ୍ଚିତ ଅଞ୍ଚଳ ପାଇଁ ଗୋରବ ରଖିଥିଲେ। କାର୍ଯ୍ୟକ୍ରମରେ ସଂସଦର ସଭାପତି ସଭାପତି ବିରଜା ପ୍ରସାଦ ପରିଡ଼ା ସଭାପତିତ୍ୱ କରିଥିଲେ। ଦିଲୀପ ଦାସ ଅତିଥ୍ ପରିଚୟ ଚୟ ପ୍ରଦାନ କରିଥିଲାବେଳେ ସଚୀକାନ୍ତ ମିଶ୍ର ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପ୍ରଧାନଶିକ୍ଷକ ବେଣୁଧର ପତି, ସାମାଜିକ କର୍ମୀ ଗୋବିନ୍ଦ ବିନ୍ଦ ଜେନା, ଡ. ନୃସିଂହ ଚରଣ ବେହେରା, ଡ. ଭାଗ୍ୟଧର ସାହୁ, ପୂର୍ବତନ ପ୍ରଧାନଶିକ୍ଷକ ମକର ଚରଣ ଘଡ଼ାଇ, ପୂର୍ବତନ ସାମାଜିକ ଆଣି ପାରିବେ ବୋଲି ମତ ସୁରକ୍ଷା ଅଧିକାରୀ ପ୍ରଭାସ ରଞ୍ଜନ ଦାସ,
ସମ୍ପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ସନ୍ତୋଷ କୁମାର ଜେନା ପ୍ରମୁଖ ମଞ୍ଚାସୀନ ଥିଲେ। ସୌମ୍ୟଜିତ ଦାସ, ସମ୍ଭାବନା ସାମଲ, ଅଙ୍କିତ ଅନୁରାଗ ପଣ୍ଡା, ଜୟଶ୍ରୀ ଦାସ, ଜିଜ୍ଞାସା ବିଶ୍ଵାଳ, ଜ୍ୟୋର୍ତିମୟୀ ସାହୁ ଯୋଗେଶ କୁମାର ସାହୁ, ସାଗର ମୁଦୁଲି, ଲକ୍ଷ୍ମୀପ୍ରିୟା ମଲିକ,  ନିବେଦିତା ଦାସ, ପ୍ରଧାନଶିକ୍ଷକ ଶିବଶଙ୍କର ଜେନା, ଶିଶିର ମଳି ମଲିକ ପ୍ରମୁଖଙ୍କୁ ଏହି କାର୍ଯ୍ୟକ୍ରମରେ ସମ୍ବଦ୍ଧିତ କରାଯାଇଥିଲା। ସାହିତ୍ୟ ସଂସଦ ଉପଦେଷ୍ଟା ତ‌ଥା ପ୍ରଧାନଶିକ୍ଷକ ପାବକ ମହାପା ମହାପାତ୍ରଙ୍କ ଅକାଳ ବିୟୋଗରେ ନୀରବ ପ୍ରାର୍ଥନା କରାଯା କରାଯାଇଥିଲା । ଅମିତାଭ ଜେନା ଧନ୍ୟବାଦ ଦେଇଥିଲେ।

ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like