-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଗ୍ରୀଷ୍ମ କାଳୀନ ସ୍ବତନ୍ତ୍ର ରକ୍ତଦାନ ଶିବିର ଆୟୋଜିତ

11-May-2025



ଜୟପୁର, (ପ୍ରେରଣା ଖବର) ସାରା ଓଡ଼ିଶାରେ ଗ୍ରୀଷ୍ମ କାଳରେ ରକ୍ତ ସଙ୍କଟ ଦୂର କରିବା ଉଦ୍ଦେଶ୍ୟରେ ଓଡ଼ିଶା ରକ୍ତଦାତା ମହାସଂଘର ଆହ୍ବାନ କ୍ରମେ ପ୍ରତିମା ଅମ୍ବିକା ଟ୍ରଷ୍ଟ ଜୟପୁରଙ୍କ ଦ୍ୱାରା ବାରିଣିପୁଟ ଉଚ୍ଚ ମାଧ୍ୟମିକ ସ୍କୁଲରେ  ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଉକ୍ତ ଶିବିରକୁ ଟ୍ରଷ୍ଟର ଅଧକ୍ଷl ମମତା ବେହେରା ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ପେହେଲଗାମ ରେ ପ୍ରାଣ ହରାଇଥିବା ଅମର ଆତ୍ମା ଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟିତ କରିଥଲେ।କଣ୍ଟାବାଞ୍ଜିର ଜଣାଶୁଣା ସମାଜସେବୀ ତଥା ଜୁନିୟର ରେଡ଼କ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ନିଜେ ମଧ୍ୟ ରକ୍ତ ଦାନ କରିଥିଲେ।ପ୍ରକାଶ ଥାଉକି ଶ୍ରୀ ଦାଶ ନିର୍ଝରିଣୀ, ନିଫା ତରଫରୁ ବିଭିନ୍ନ ସମୟରେ ରକ୍ତ ଦାନ ଶିବିର ଆୟୋଜନ କରି ଅଞ୍ଚଳର ରକ୍ତ ସଂକଟକୁ ଦୂର କରିବାରେ ସାହାଯ୍ୟ କରି ଆସୁଛନ୍ତି। ଟ୍ରଷ୍ଟର କାର୍ଯ୍ୟକର୍ତ୍ତାଙ୍କ ସମେତ, ଓଡ଼ିଶା ରକ୍ତଦାତା ମହାସଂଘ ପକ୍ଷରୁ ପ୍ରମୋଦ କୁମାର ରାଉଳ ଏହି ଶିବିର ପରିଚାଳନା କରିଥିଲେ। ଓଡିଶା ବ୍ଲଡ଼ ବ୍ୟାଙ୍କ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତ କେନ୍ଦ୍ର ଟିମ୍ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରିଥିଲେ। ମୁଖ୍ୟ ଅତିଥି ଶ୍ରୀମତୀ ବେହେରା ସାଂପ୍ରତିକ ପରିସ୍ଥିତିରେ ପେହେଲ୍ଗ୍ରାମ ଠାରେ ଅତଙ୍କି ଗୁଳିରେ ମୃତ୍ୟୁ ବରଣ କରିଥିବା ଲୋକମାନଙ୍କ ଓ ଶହିଦ ହୋଇଥିବା ଯବାନ ଓ ଅଫିସରଙ୍କ ଉଦ୍ଧେଶ୍ୟରେ ତଥା  ବହୁ ସଂଖ୍ୟାରେ  ସଡ଼କ  ଦୁର୍ଘଟଣା ଜନିତ ଏମର୍ଜେନ୍ସି ସମୟରେ ରକ୍ତ ଅଭାବ ଯୋଗୁଁ କିପରି ବହୁ ମୂଲ୍ୟ ଜୀବନ ଚାଲି ଯାଇଥlଏ ତଥା ସିକିଲ ସେଲ, ଥାଲାସେମିଆ, ଗର୍ଭବତୀ ମହିଳା ଓ କ୍ୟାନସର ରୋଗୀଙ୍କ ନିମନ୍ତେ ଏହି ରକ୍ତଦାନ ଶିବିର ଉଦ୍ଧିଷ୍ଟ ବୋଲି ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like