-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି

12-May-2025



ରିପୋର୍ଟ: ପରମେଶ୍ୱର ମେହେର

ନୂଆପଡ଼ା/ବୋଡ଼େନ: ବୈଶାଖ ପୂର୍ଣ୍ଣିମା ଦିନ ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ର ପବିତ୍ର ତୀର୍ଥପୀଠ ପାତାଳ ଗଙ୍ଗା ଠାରେ ଅନୁଷ୍ଠିତ ହେବାକୁ ଥିବା ମେଳା ପାଇଁ ଆଜି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ମନ୍ଦିର ପରିଚାଳନା କମିଟି ସଦସ୍ୟ,ବିଭିନ୍ନ ରାଜନୈତିକ ଦଳର ନେତୃ ମଣ୍ଡଳୀ, ପ୍ରଶାସନିକ ଅଧିକାରୀ ଓ କର୍ମଚାରୀଙ୍କ ସହ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜଗନ୍ନାଥ ମନ୍ଦିର,ରାଧାକୃଷ୍ଣ ମନ୍ଦିର,ଗାୟତ୍ରୀ ମନ୍ଦିର, ଦୂର୍ଗା ମନ୍ଦିର,ଅଲେଖ ମଠ,ଗୋଣ୍ଡ ସମାଜର ବୁଢ଼ା ଦେଓ ମନ୍ଦିର,ଶିବ ମନ୍ଦିର, ହନୁମାନ ମନ୍ଦିର ପରିଚାଳନା କମିଟି ସଦସ୍ୟ ଏଥିରେ ଯୋଗଦାନ କରି ସେମାନଙ୍କ ମତାମତ ରଖିଥିଲେ । ।ଜିଲ୍ଲାପାଳ  ସମସ୍ତଙ୍କ ମତକୁ ଦୃଷ୍ଟିରେ ରଖି ଲୋକଙ୍କ ସୁବିଧା ନିମିତ୍ତ ଶାନ୍ତି ଶୃଙ୍ଖଳା, ପରିବହନ,ସ୍ବାସ୍ଥ୍ୟ, ବିଜୁଳି, ପାନୀୟ ଜଳ ଯୋଗାଣ,ଖାଦ୍ୟ ଓ ପରିମଳ,ସ୍ୱଚ୍ଛତା,ଗାଡ଼ି ଗୁଡ଼ିକର ସୁରକ୍ଷା, ପାର୍କିଂ ଇତ୍ୟାଦି ବିଷୟରେ ସମୁଚିତ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ପୂର୍ବତନ ବିଧାୟକ ହିତେଶ କୁମାର ବଗର୍ତ୍ତି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଲମ୍ବୋଦର ନିଆଲ,ଆଇନଜୀବୀ ଯୋଗେନ୍ଦ୍ର ନାଥ ମାଝୀ, ଅତିନ୍ଦ୍ର ଜୀତସିଂ ମଲ୍ଲିକ,ରାଜୁ ମାଝୀ,ରାଜୁ ହେର୍ଣା,ମଝିଆ ମାଝୀ,ନୀଳାମ୍ବର ମେହେର,ସଞ୍ଜୁ ଅଗ୍ରୱାଲ, ତୋପ ସିଂ ମାଝୀ ପ୍ରମୁଖ ଯୋଗଦାନ କରି ନିଜ ନିଜ

ମତ ଉପସ୍ଥାପନ କରିବା ସହିତ ପାତାଳ ଗଙ୍ଗାରେ ରହିଥିବା ସମସ୍ୟା ଗୁଡ଼ିକର ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିଲେ ।ପ୍ରଶାସନ ପକ୍ଷରୁ ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବିଡିଓ କାର୍ମୀ ଓରାମ, ତହସିଲଦାର ଅନସୂୟା ବାଗଦେବୀ,ପୂର୍ତ୍ତ ବିଭାଗ ଏସ ଇ ଶଶାଙ୍କ ଶେଖର ଶୁକ୍ଳା ଓ ଏସ ଡି ଓ ଅମୋଘ ନାରାୟଣ ପଣ୍ଡା,ପୋଲିସ ଏସ ଆଇ ମଞ୍ଜୁଲତା ଖଡେଙ୍ଗା, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ, ଏ ପି ଓ ରବିନାରାୟଣ ରାଉତ,କନିଷ୍ଠ ଯନ୍ତ୍ରୀ ସଂଗ୍ରାମ କେଶରୀ ପରିଡ଼ା, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ସାହୁ ଓ ଅମରେନ୍ଦ୍ର ବିଶ୍ଵାଳ ପ୍ରମୁଖ ଯୋଗଦାନ କରିଥିଲେ । ସମସ୍ତଙ୍କ ସହଯୋଗରେ ଏଥର ପାତାଳ ଗଙ୍ଗାରେ ବୈଶାଖ ମେଳାର ଭବ୍ୟ  ଆୟୋଜନ ସଫଳ ହୋଇ ପାରିବ ବୋଲି ଜିଲ୍ଲାପଳ ଆଶା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like