-+91-9937148622 |

prerana_bgr@rediffmail.com |

  Monday 18th May 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   (18-May-2026)       ||      ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   (18-May-2026)       ||      ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   (18-May-2026)       ||      କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   (18-May-2026)       ||      ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (18-May-2026)       ||      ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ    (18-May-2026)       ||      ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   (18-May-2026)       ||      ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    (18-May-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ     (17-May-2026)       ||      ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ    (17-May-2026)       ||      ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ    (17-May-2026)       ||      ୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   (17-May-2026)       ||      ୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଷଷ୍ଠ ଦିବସ   (17-May-2026)       ||      ଧର୍ମଗଡ଼ ଯାଦବ ଜିଲ୍ଲା ମହାସଭା କାର୍ଯ୍ୟାଳୟ ଉଦଘାଟନ ଓ ସମ୍ବର୍ଦ୍ଧନା ସଭା ।   (17-May-2026)       ||      ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ପତ୍ର ବଣ୍ଟନ   (17-May-2026)       ||      ଡାବୁଗାଁ ରେ ଜଗନ୍ନାଥ ଲୋକ କଳା ପରିଷଦ ର ବୈଠକ   (17-May-2026)       ||      *ସୋନପୁର ଥାନାରେ ଜିଲ୍ଲା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ପରିଚୟ ପତ୍ର ପ୍ରଦାନ*-   (17-May-2026)       ||      ଟ୍ରାକ୍ଟର ଦୁର୍ଘଟଣା ରେ ଚାଷୀ ମୃତ।   (17-May-2026)       ||      *ମାନିଗାଁ ରେ ଆରମ୍ବ ହେଲା ନିଶା ମୁକ୍ତ ଅଭିଯାନ*   (17-May-2026)       ||      ଅପରାଧୀଙ୍କ ନିକଟରେ ଖୁବ୍ ଶୀଘ୍ର ପହଂଚି କାବୁ କରିବା ପାଇଁ ନୂଆବାଜର ଛକରେ ପୋଲିସ ପକ୍ଷରୁ ମକ ଡ୍ରିଲ୍   (17-May-2026)       ||     

HOME   ଜିଲ୍ଲା

ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା

12-May-2025



ବଲାଙ୍ଗୀର: ଗତ ୧୦ ତାରିଖରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ବରିଷ୍ଠ ସଭ୍ଯ ଆଡଭୋକେଟ ମଦନ ମୋହନ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କୁ ୫୯ ବର୍ଷ ହେଉଥିଲା l ରକ୍ତ କର୍କଟରେ ଆକ୍ରାନ୍ତ ହୋଇ ଶ୍ରୀ ମିଶ୍ର ଗତ କିଛି ଦିନ ହେଲା ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ l  ୧୯୮୮-୮୯ ଶିକ୍ଷା ବର୍ଷରେ ମଦନ ମୋହନ ମିଶ୍ର ରାଜେନ୍ଦ୍ର କଲେଜର ଛାତ୍ର ସଂସଦର ସଭାପତି ଭାବରେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରି ଏ ଆଇ ଏସ୍ ଏଫ୍ ର ସକ୍ରିୟ ସଦସ୍ୟ ରହିଥିଲେ।

 ପରବର୍ତ୍ତୀ ସମୟରେ ଓକିଲାତିକୁ ବୃତ୍ତି ଭାବରେ ଗ୍ରହଣ କରିଥିଲେ ସ୍ଵର୍ଗତଃ ମିଶ୍ର । ତାଙ୍କ ପରଲୋକ ରେ ଆଜି ଜିଲ୍ଲା ଓକିଲ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି । ଓକିଲ ସଂଘ ସଭାପତି ବାସୁଦେବ ରଥଙ୍କ ଆବାହକତ୍ବରେ ସ୍ଥାନୀୟ  ସିଭିଲ କୋର୍ଟ ବାର ହଲ୍ ଠାରେ ଅନୁଷ୍ଠିତ ଶୋକସଭାରେ ପ୍ରଥମମେ ଏହି ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ଏଥିରେ ସଂଘର ସମସ୍ତ ସଭ୍ଯ, କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟିର ସଦସ୍ୟ ମାନେ ଉପସ୍ଥିତ ରହି ସ୍ଵର୍ଗତଃ ମଦନ ମୋହନ ମିଶ୍ରଙ୍କ ସ୍ମୃତିଚାରଣ କରିଥିଲେ l ଗତକାଲି ସ୍ଥାନୀୟ ବିଭୂତି ପଡା ଶ୍ମଶାନ ଘାଟ ଠାରେ ଅନୁଷ୍ଠିତ  ଅନ୍ତେଷ୍ଟିକ୍ରିୟାରେ ମଧ୍ଯ ଜିଲ୍ଲା ଓକିଲ ସଂଘର ବହୁ ସଭ୍ଯ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   18-May-2026
  ଜିଲ୍ଲା  
ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   18-May-2026
  ରାଜ୍ୟ  
ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   18-May-2026
  ଜିଲ୍ଲା  
କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   18-May-2026
  ରାଜ୍ୟ  
ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   18-May-2026
  ଜିଲ୍ଲା  
ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ   18-May-2026
  ଅପରାଧ  
ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   18-May-2026
  ରାଜ୍ୟ  
ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    18-May-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ    17-May-2026
  ଜିଲ୍ଲା  
ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ   17-May-2026
  ରାଜ୍ୟ  
ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ   17-May-2026
  ରାଜ୍ୟ  
୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   17-May-2026

You Might Also Like