-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ

12-May-2025



ବଲାଙ୍ଗିର(ଦେବାଶିଷ ବହିଦାର): ସେବା ଓ ଶାନ୍ତିର ପ୍ରତୀକ ଫ୍ଲୋରେନ୍‌ସ ନାଇଟ୍ ଏଙ୍ଗେଲ୍‌ଙ୍କ ଜନ୍ମଦିନକୁ ସାରା ବିଶ୍ୱରେ ସେବିକା ଦିବସ ଭାବେ ପାଳନ କରାଯାଉଛି । ସେହି କ୍ରମରେ ଆଜି ତାଙ୍କର ଜନ୍ମଦିନରେ ସଦାଇପାଲି ପଲ୍ଲିଶ୍ରୀ ବିହାର ପରିସରରେ ସାଇଟ ନର୍ସିଂ କଲେଜ ତରଫରୁ ବିଶ୍ୱ ସେବିକା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଫ୍ଲୋରେନ୍‌ସ ନାଇଟ୍ ଏଙ୍ଗେଲ୍‌ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ କେକ୍ କାଟି ସାଇଟ କଲେଜର ପ୍ରତିଷ୍ଠାତା ଡ.ଶ୍ରୀକର ମିଶ୍ର ଉଦଘାଟନ କରିଥିଲେ। ଅଧ୍ୟକ୍ଷା ଲୋପାମୁଦ୍ରା ମିଶ୍ର ଫ୍ଲୋରେନ୍‌ସ ନାଇଟ୍ ଏଙ୍ଗେଲ୍‌ଙ୍କ ପରି ସମସ୍ତ ନର୍ସିଂ ଛାତ୍ରଛାତ୍ରୀ ସମାଜର ଉନ୍ନତି ପାଇଁ କାମ କରିବା ଉଚିତ ବୋଲି କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କମରୁନ ନିସା, ହିତ୍ତିକା ମହାନ୍ତି, ଜେନିଫା ନାୟକ, ଅନୁପମା ବାଗ, ସୁସ୍ମିତା ସୁନା, ପ୍ରଜ୍ଞା ପରିଡା, ରିତା ସାହୁ, ଜତିନ ରଣା, ଶରତ ପଧାନ, ଅମିୟ ଯୋଷୀ, ଶୁଭେନ୍ଦୁ ମାହାର, ମହମ୍ମଦ କାଜିମ୍‌, ସୌମ୍ୟରଂଜନ ନାଗ, ପ୍ରଶାନ୍ତ ତ୍ରିପାଠୀ, ଲୋକନାଥ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଡ.ପ୍ରମୋଦ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like