-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ଫାଇନା ରେ ଉନ୍ନତି ହୁଡ୍ଡା ଓ ଇସାରାଣୀ ବରୁଆ:ପୁରୁଷ ଫାଇନାଲ ରେ ଇଣ୍ଡୋନେସିଆ ର ମୋହମ୍ମଦ ଯୁସୁଫ ଓ ଭାରତୀୟ ଖେଳାଳୀ କିରଣ ଜର୍ଜ   (13-Dec-2025)       ||      ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ   (13-Dec-2025)       ||      ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ

12-May-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଳା ୮୪ ଘର ଅଘରିଆ ସମାଜ ଟ୍ରଷ୍ଟ ତରଫରୁ ବଲାଙ୍ଗୀର ଜିଲ୍ଲା କାରାଗାର ଅନ୍ତେବାସୀଙ୍କ ମନରେ ସଂସ୍କାର ସହ ସାହିତ୍ୟ ଭାବ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଜେଲ ସୁପରିଣ୍ଟେଣ୍ଡେଣ୍ଟ ସର୍ବେଶ୍ୱର ସାହୁଙ୍କୁ ୩୧୪ ଖଣ୍ଡ ଲାଇବ୍ରେରୀ ବହି ପ୍ରଦାନ କରାଯାଇ ଏକ ନିଆରା ଉଦାହରଣ ସୃଷ୍ଟି କରିଛି ଅଘରିଆ ସମାଜ। ଦୁଇଗୋଟି ବଡ଼ କୁଲର ପ୍ରଦାନ ପରେ ଟ୍ରଷ୍ଟର ଏହା ଦ୍ଵିତୀୟ କାର୍ଯ୍ୟକ୍ରମ।ଅନ୍ତେବାସୀ ଚାରିକାନ୍ଥ ଭିତରେ ସୀମିତ ନରହି ସମୟ  ସମୟରେ ଗୀତା, ଭାଗବତ,ପୁରାଣ ସହ ବିଭିନ୍ନ କବି ମାନଙ୍କ ସାହିତ୍ୟକୃତୀ ସହ ଯୋଡ଼ିହୋଇ ସଂସ୍କାରୀ ହେବେ ବୋଲି ଆଶା ରଖି ଏଇ ପ୍ରୟାସ ରଖିଛନ୍ତି ସଭାପତି ଶୁଭ୍ରାଂଶୁ ଶେଖର

ପଟେଲ । କବି ଜଗବନ୍ଧୁଙ୍କ ସ୍ଵଲିଖିତ ପୁସ୍ତକ ସହ କୃଷି ଓ କୃଷକ ପୁସ୍ତକ ପ୍ରଦାନ ସହ ପୁସ୍ତକ କମିଟି ସହ ସମ୍ପାଦକ ଭକ୍ତଚରଣ ନାଏକ ମହାଭାରତ ଓ ଅନ୍ୟାନ୍ୟ ପୁସ୍ତକ ପ୍ରଦାନ କରିଥିଲେ।ସାଧାରଣ ସମ୍ପାଦକ ଦିଗାମ୍ବର ନାଏକ ମହାପୁରୁଷ ଙ୍କ ଜୀବନୀ ସମ୍ବନ୍ଧୀୟ କେତେକ ପୁସ୍ତକ ସଂଗ୍ରହ କରି ପ୍ରଦାନ କରିଥିଲେ।  ବରିଷ୍ଠ ଉପଦେଷ୍ଟା ଦ୍ୱାରିକା ନାଥ ପଟେଲ ରାଜକୁମାର ପଟେଲ, ପୁସ୍ତକ କମିଟି ମୁଖ୍ୟ ସମ୍ପାଦକ ସନ୍ତୋଷ କୁମାର ରାଉତ, ଯୁବ ସମାଜ ସେବୀ ବିବେକାନନ୍ଦ ପଟେଲ କାର୍ଯ୍ୟକ୍ରମରେ ସହଯୋଗର ହାତ ବଢ଼ାଇ ସମାଜର ଏତାଦୃଶ କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ଫାଇନା ରେ ଉନ୍ନତି ହୁଡ୍ଡା ଓ ଇସାରାଣୀ ବରୁଆ:ପୁରୁଷ ଫାଇନାଲ ରେ ଇଣ୍ଡୋନେସିଆ ର ମୋହମ୍ମଦ ଯୁସୁଫ ଓ ଭାରତୀୟ ଖେଳାଳୀ କିରଣ ଜର୍ଜ   13-Dec-2025
  ଜିଲ୍ଲା  
ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025

You Might Also Like