-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ଗରୀବ ଲୋକଙ୍କ ସାହା ଭରସା ଜିଲ୍ଲାପରିଷଦ ଝରଣା

14-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସିଲେଟ ବ୍ଲକ ଅନ୍ତର୍ଗତ ସନ୍ଧିବାହାଲ ର ବେଳ ସାହୁ ବୟସ ୮୦ ଜଣେ ବିଧବା ମହିଳା । ଏକ ପଲିଥିନ ଛାତ ତଳେ ରହୁଥିବା ଜାଣି ଜିଲ୍ଲାପରିଷଦ ଝରଣା ପାଣିଗ୍ରାହୀ ସନ୍ଧିବାହାଲ ଗ୍ରାମକୁ ଯାଇ ଉକ୍ତ ମହିଳା ର ଅବସ୍ଥା ଦେଖି ବୁଝିଥିଲେ ଓ ସେହିଠାରୁ ପ୍ରସାଶନକୁ ଫୋନ୍ ଯୋଗେ ଯୋଗାଯୋଗ କରି ଏଭଳି ଦୟନୀୟ ଅବସ୍ଥାରେ କାଳାତିପାତ କରୁଥିବା ଉକ୍ତ ମହିଳା କୁ ଅନ୍ତଦ୍ୟୟ ଗୃହ ଯୋଜନାରେ ଅନ୍ତର୍ଭୁତ କରିଥିଲେ ।ପରେ ଉକ୍ତ ବ୍ଲକରେ ଯାଉଥିବା କଂସଡୋଲ ଗ୍ରାମର ଗୋପାଳ ସାହୁ ବୟସ ୪୦ ବର୍ତ୍ତମାନ କର୍କଟ ରୋଗରେ ପୀଡିତ । ତାଙ୍କର ଛୋଟ ଛୋଟ ଦୁଇ ଝିଅ ଗୋଟିଏ ପୁଅ ଥିବାରୁ ସେ  ବହୁତ ଦୁଃଖରେ ଜୀବନ ସହିତ ସଂଗ୍ରାମରତ। ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲାପରିଷଦ ଝରଣା ପାଣିଗ୍ରାହୀ ତାଙ୍କ ପାଖକୁ ଯାଇ ଶାନ୍ତ୍ବନା ଦେବା ସହିତ ସରକାରୀ ସାହାଯ୍ୟ ପାଇଁ ମାନ୍ୟବର ବିଜେପୁର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା ଓ ପ୍ରଶାସନଙ୍କ ସହିତ ବିଷଦ ଭାବେ ଆଲୋଚନା କରିଥିଲେ। ନିକଟ ଅତୀତରେ ଟୁର୍ଚ୍ଚl ଗ୍ରାମରେ ହାତୀ ଆକ୍ରମଣ ରେ ମୃତ୍ୟୁ ବରଣ କରିଥିବା ପରିବାର ପାଖକୁ ଯାଇ ଶାନ୍ତ୍ବନା ଦେବା ସହିତ ସରକାରୀ ସାହାଯ୍ୟ ପାଇଁ ପ୍ରଶାସନ ସହିତ କଥା ହୋଇଥିଲେ। ଜିଲ୍ଲାପରିଷଦଙ୍କ ଏଭଳି ପ୍ରୟାସ ପାଇଁ ସାଧାରଣରେ ବେଶ ପ୍ରଶଂସା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like