-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ରାଜ୍ୟ

ଖମାରମୁଣ୍ଡା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉଦ୍‌ଯାପିତ

14-May-2025



ବଲାଙ୍ଗୀର (ପ୍ରେରଣା ଖବର): ପୁଇନ୍ତଲା ବ୍ଲକ୍ ସ୍ଥିତ ଖମାରମୁଣ୍ଡା ଗ୍ରାମରେ ୭ଦିନ ଧରି ଚାଲିଥିବା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି। ପବିତ୍ର ନୃସିଂହ ଚତୁର୍ଦଶୀ ଦିନ ଜଗନ୍ନାଥ ମହାପ୍ରଭୁଙ୍କୁ ରତ୍ନ ସିଂହାସନରେ ବିଜେ କରାଯାଇଥିଲା । କଣ୍ଟାବାଞ୍ଜି (ମାତାମଠ) ମହନ୍ତ ଶ୍ରୀନିବାସ ଦାସଙ୍କ ପୌରହିତ୍ୟରେ ଯଜ୍ଞକର୍ତ୍ତା ଆର୍ତତ୍ରାଣ ଷଡଙ୍ଗୀ ଓ ଜ୍ୟୋସ୍ନାମୟୀ ଷଡଙ୍ଗୀ, ୨୪ପ୍ରହରୀ ନାମଯଜ୍ଞକର୍ତ୍ତା ମହେନ୍ଦ୍ର ଭୋଇ ଓ ସୁରୁକୁନି ଭୋଇ, ମୁଖ୍ୟ ଯଜ୍ଞ ପୂଜକ ଭାବେ ମୋନଜ କୁମାର ଷଡଙ୍ଗୀ ଓ ସାଥି ଏବଂ ନାମଯଜ୍ଞ ପୂଜକ ଚିତ୍ତରଂଜନ ଷଡଙ୍ଗୀ ଓ ସାଥୀ କାର୍ଯ୍ୟ ତୁଳାଇଥିଲେ । ଏହି ଅବସରରେ ଯଜ୍ଞ ନାମ ସଙ୍କୀର୍ତନ ପ୍ରବଚନ , ରାମାୟଣ , ପାରାୟଣ, ଗୋପଳିଳା ପଠନ, ସଂଚାର ଅନନ୍ତମୁଖୀ ପାରାୟଣ ବାଣୀ କଣ୍ଠ ଦୁଃଖୀଶ୍ୟାମ ତ୍ରିପାଠୀ ଓ ସାଥି ଭଜନ ସଂଧ୍ୟା ଓ ମୀନାବଜାର ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ  ରାଜ୍ଯ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ପୁଇନ୍ତଲା ବ୍ଲକ୍ ଅଧ୍ୟକ୍ଷ ସରୋଜ ପଧାନ, ସମାଜସେବୀ ଗୋପାଲଜୀ ପାଣିଗ୍ରାହୀଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଗଣ ଯୋଗ ଦେଇଥିଲେ । ଆଖପାଖ ଅଂଚଳର ବହୁ ଲୋକଙ୍କ ସମାଗମ ସହ ଗ୍ରାମର ସମସ୍ତ ବ୍ୟକ୍ତିଙ୍କର ସକ୍ରିୟ ସହେଯାଗରେ କାର୍ଯ୍ୟକ୍ରମଟି ସୁଚାର ରୂପେ ସମାପିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like