-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||     

HOME   ରାଜ୍ୟ

ବଲାଙ୍ଗିର ରୁ ଦୁଇ ଭାଇ ଭଉଣୀ ପାଇଲେ ସାଂସ୍କୃତିକ ପ୍ରତିଭା ଉତ୍ସାହଭାରୀ ଛାତ୍ରବୃତ୍ତି

15-May-2025



ବଲାଙ୍ଗୀର (ପ୍ରେରଣା ଖବର): ୨୦୨୪-୨୫ ବର୍ଷ ପାଇଁ ବଲାଙ୍ଗିରରୁ ଦୁଇ ଭାଇ ଭଉଣୀ ପାଇଲେ ଏ ବର୍ଷର ସାଂସ୍କୃତିକ ପ୍ରତିଭା ଉତ୍ସାହଭାରୀ ଛାତ୍ରବୃତ୍ତି। ବଲାଙ୍ଗିର ଜିଲ୍ଲା ମିର୍ଦ୍ଧାପାଲି ପଞ୍ଚାୟତର କଅଗାଁ ଗ୍ରାମର ରିୟାନ ସିଂହ ଏବଂ ତାଙ୍କ ଭଉଣୀ ସୁରୁଚୀ ସୁଚିସ୍ମିତା ସିଂହ ଚନ୍ଦନଭାଟୀ ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଅଟନ୍ତି। ଗତ ବର୍ଷ ଏହି ଛାତ୍ରବୃତ୍ତି ପାଇଁ  ଏ ଦୁହେଁ ଫର୍ମ ଭରିଥିଲେ।ଚଳିତ ବର୍ଷ ପାଇଁ ସୁରୁଚି ସୁଚିସ୍ମିତା ସିଂହ ଲୋକ ନାଚ ପାଇଁ ଏବଂ ରିୟାନ ସିଂହ ଲୋକ ନାଟକ ପାଇଁ ମନୋନୀତ ହୋଇଛନ୍ତି। ଓଡିଶାରୁ ସର୍ବମୋଟ ୭୦ ଜଣ ବିଭିନ୍ନ କଲାକ୍ଷେତ୍ର ପାଇଁ ମନୋନୀତ ହୋଇଥିବା ସରକାରୀ ଭାବରେ ଘୋଷଣା ହୋଇଛି। ଏମାନେ ତିନିବର୍ଷ ପର୍ଯ୍ୟନ୍ତ ସରକାରୀ ସହାୟତା ରେ ନିଜ ପ୍ରତିଭାକୁ ବିକଶିତ କରିବା ପାଇଁ  ଷ୍ଟାଇଫେଣ୍ଡ ଜରିଆରେ ସମ୍ପୁର୍ଣ୍ଣ କରିବେ। ଏହି ଖବର ପାଇବା ପରେ ଏବେ ବଲାଙ୍ଗିର ତଥା ଚନ୍ଦନଭାଟୀ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ଏହି ଶିଶୁ ପ୍ରତିଭା ମାନଙ୍କୁ ଉତ୍ସାହିତ କରିବା ପାଇଁ ସରକାରଙ୍କ ଏଭଲି ଉଦ୍ୟମକୁ ବୁଦ୍ଧିଜୀବି ମହଲରେ ବେଶ୍ ପ୍ରଶଂସିତ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026

You Might Also Like