-+91-9937148622 |
prerana_bgr@rediffmail.com |
Thursday 19th June 2025 |
R.N.I. Regd No. ODIODI/2010/46693
Breaking News
16-May-2025
ବଲାଙ୍ଗୀର (ଦେବାଶିଷ ବହିଦାର): ବଲାଙ୍ଗୀର ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ସର୍ଚ୍ଚ ଅପରେଶନବେଳେ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ। ଖପ୍ରାଖୋଲ ଓ ତୁରେକେଲା ଥାନା ଅଞ୍ଚଳରେ ମାଓବାଦୀ କ୍ୟାମ୍ପ ଠାବ ହୋଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ପାହାଡ଼ ଓ ଛତରଦାଣ୍ଡି ଜଙ୍ଗଲରେ ମାଓବାଦୀ ଥିବା ଜଣାପଡ଼ିବା ପରେ ସେଠାରେ ସର୍ଚ୍ଚ ଅପରେଶନ କରାଯାଇଥିଲା। ଫଳରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଏହାସହ ସେଠାରୁ ବିପୁଳ ମାଓବାଦୀ ସାମଗ୍ରୀ ଜବତ ହୋଇଛି।