-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ସହରର ପ୍ରଥମ ସ୍ଵୟଂ ଚାଳିତ ଟ୍ରାଫିକ୍ ନିୟନ୍ତ୍ରଣ ସିଗ୍ନାଲ ପଏଣ୍ଟ ଏକତା ଛକରେ ଉଦ୍ଘାଟିତl

16-May-2025



ନୂଆପଡ଼ା (ଚିନ୍ତାମଣି ନେତାମ)
ନୂଆପଡ଼ା ସହରର ବହୁ ପ୍ରତୀକ୍ଷିତ ପ୍ରଥମ ସ୍ଵୟଂ ଚାଳିତ ଟ୍ରାଫିକ୍ ନିୟନ୍ତ୍ରଣ ସିଗ୍ନାଲ ପଏଣ୍ଟ ଏକତା ଛକରେ ଉଦ୍ଘାଟିତ ହୋଇଯାଇଛି l ଏହି ସମାରୋହରେ ମାନ୍ୟବର ବିଧାୟକ ନୂଆପଡ଼ା ଶ୍ରୀଯୁକ୍ତ ରାଜେନ୍ଦ୍ର ଢୋଲକିଆ, ଜିଲ୍ଲାପାଳ ମଧୁସୂଦନ ଦାଶ, ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଜି ଆର୍ ରାଘବେନ୍ଦ୍ର, ବିଜ୍ଞାପିତ ଅଞ୍ଚଳ ପରିଷଦ ନୂଆପଡ଼ା ଅଧ୍ୟକ୍ଷ ମହମ୍ମଦ ଆଦମ ଖାନ୍, ଜିଲ୍ଳା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ଟ୍ରେଡ଼ ୟୁନିଅନ୍ ପ୍ରେସିଡେଣ୍ଟ ସରୋଜ କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ l ପ୍ରଥମେ ଅତିଥିଗଣ ନୂଆପଡ଼ା ଜିଲ୍ଲାର ବରପୁତ୍ର ସ୍ଵର୍ଗତ ଘାସିରାମ ମାଝୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ଯ ଅର୍ପଣ ପୂର୍ବକ ସେମାନଙ୍କ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l ଏହାପରେ ଫିତାକାଟି ଏହି ସ୍ଵୟଂ ଚାଳିତ ଟ୍ରାଫିକ୍ ନିୟନ୍ତ୍ରଣ ସିଗ୍ନାଲ ପଏଣ୍ଟକୁ  ଉଦ୍ଘାଟନ କରିଥିଲେ l ସୂଚନାଯୋଗ୍ଯ ଯେ ନୂଆପଡ଼ା ସହରର ଏହି ବ୍ୟସ୍ତ ବହୁଳ ଏକତା ଛକରେ ଏହାର ଆବଶ୍ୟକତା ବହୁ ଦିନରୁ ଅନୁଭୂତ  ହେଉଥିଲା l ଜିଲ୍ଲାର ସଡକ ସୁରକ୍ଷା ବୈଠକରେ ଜିଲ୍ଲାପାଳ ଓ ଏସ୍ ପି ବାରମ୍ବାର ଏହା ଉପରେ ଗୁରୁତ୍ଵ ଦେଉଥିଲେ l ବିଜ୍ଞାପିତ ଅଞ୍ଚଳ ପରିଷଦ ନୂଆପଡ଼ା ଦ୍ଵାରା ଏହି ସ୍ଵୟଂ ଚାଳିତ ଟ୍ରାଫିକ୍ ନିୟନ୍ତ୍ରଣ ସିଗ୍ନାଲ ପଏଣ୍ଟ ସ୍ଥାପିତ ହୋଇଛି l ଏହା 
କାର୍ଯ୍ୟକ୍ଷମ ହେବା ଦ୍ଵାରା ଏକତା ଛକରେ ସୁବିଧାରେ ଯାନ ବାହନ ଚଳାଚଳ ହେବା ସହିତ 
ପଥାଚାରୀଙ୍କ ଧନ ଜୀବନ ସୁରକ୍ଷିତ ରହିବ ବୋଲି ଜିଲ୍ଲାପାଳ ଆଶା ବ୍ୟକ୍ତ କରିଛନ୍ତି l ଆଜିର ଏହି କାର୍ଯ୍ୟକ୍ରମରେ ବିଜ୍ଞାପିତ ଅଞ୍ଚଳ ପରିଷଦ ନୂଆପଡ଼ା କାର୍ଯ୍ୟନିର୍ବାହୀ ଅଧିକାରୀ କୁରୁକ୍ଷେତ୍ର ନାୟକ, ସମସ୍ତ କାଉନ୍ସିଲର, ସହରର ଗନ୍ୟମାନ୍ୟ ବ୍ୟକ୍ତି ବିଶେଷ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like