ବ୍ଲକସ୍ତରୀୟ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ  ପଲସାଗୋରା  ମା ଭୈରବୀ କଳା ପରିଷଦ କ୍ଳବ୍ ଠାରେ  ବ୍ଲକ ସ୍ତରୀୟ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ  ହୋଇଛି l କଳିଙ୍ଗ ଟିଭି ପ୍ରତିନିଧି ଭାର୍ଜନ କୁମାର୍ ପ୍ରଧାନଙ୍କ ସଭାପତିତ୍ଵ ରେ ଆୟୋଜିତ ଏହି କାଯ୍ୟକ୍ରମରେ ମୁଖ୍ୟ ଅତିିଥି ଭାବେ ବିଶିଷ୍ଟ ନାଟ୍ୟକାର ହରିହର ପ୍ରଧାନ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ସେନା ଅଧିକାରୀ ତଥା କଳାକାର ମନୋଜ ମହାନ୍ତି, ଶିକ୍ଷାବିତ୍ ଲକ୍ଷଣ କୁମାର୍ ମହାପାତ୍ର, କବି ଦିଲିପ କୁମାର ମହାନ୍ତି, ଅଜିତ କୁମାର ଗିରି, ରାଜେନ୍ଦ୍ର ମହାପାତ୍ର, ସାମ୍ୱାଦିକ  ଅଜିତ ବସ୍ତିଆ,ସମାଜସେବୀ ତରଣି ସେନ ସାହୁ ଯୋଗ୍ ଦେଇଥିଲେ l ଡ଼ଃ ଅଚ୍ୟୁତ ସାମନ୍ତ୍ନଙ୍କ ଦିଗ ଦର୍ଶନରେ ୨୦୧୩ମସିହା ମେ ମାସ ୧୭ତାରିଖରୁ ଆର୍ଟ  ଅଫ ଗିଭିଙ୍ଗ ଦିବସ ପାଳିତ ହୋଇ ଆସୁଛି l  ଚଳିତ ବର୍ଷର ଥିମ୍ ରହିଥିଲା  ନାଇବର ଗୁଡ ବା ପଡୋଶୀଙ୍କ ସହିତ ସୁସମ୍ପର୍କ ସ୍ଥାପନ l  ଓଡ଼ିଶା ସମେତ ଭାରତ ଓ ଭାରତ ବାହାରେ  ବିଶ୍ଵର ୧୨୦ ଗୋଟି ଦେଶରେ ପାଲିତ ହେଉଛି l ଆଜିର କାର୍ଯକ୍ରମରେ ବହୁ  ବୁଦ୍ଧିଜୀବୀ, କଳାକାର, ନାଟ୍ୟକାର, ସାହିତ୍ୟିକ, ଶିକ୍ଷାବିତ୍,  ସମାଜସେବୀ ପ୍ରମୁଖ ଯୋଗଦେଇ ଡ଼ଃ ଅଚ୍ୟୁତ ସାମନ୍ତଙ୍କ ଏହି ବାର୍ତ୍ତାକୁ  ପ୍ରଶଂସା କରିବା ସହିତ ଏହା ସମସ୍ତେ ପାଳନ କରିବା ଆବଶ୍ୟକ ବୋଲି କହିଥିଲେ l

■ଜୟ କୁମାର ମହାରଣା 

"/>

-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ

17-May-2025



ବ୍ଲକସ୍ତରୀୟ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ  ପଲସାଗୋରା  ମା ଭୈରବୀ କଳା ପରିଷଦ କ୍ଳବ୍ ଠାରେ  ବ୍ଲକ ସ୍ତରୀୟ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ  ହୋଇଛି l କଳିଙ୍ଗ ଟିଭି ପ୍ରତିନିଧି ଭାର୍ଜନ କୁମାର୍ ପ୍ରଧାନଙ୍କ ସଭାପତିତ୍ଵ ରେ ଆୟୋଜିତ ଏହି କାଯ୍ୟକ୍ରମରେ ମୁଖ୍ୟ ଅତିିଥି ଭାବେ ବିଶିଷ୍ଟ ନାଟ୍ୟକାର ହରିହର ପ୍ରଧାନ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ସେନା ଅଧିକାରୀ ତଥା କଳାକାର ମନୋଜ ମହାନ୍ତି, ଶିକ୍ଷାବିତ୍ ଲକ୍ଷଣ କୁମାର୍ ମହାପାତ୍ର, କବି ଦିଲିପ କୁମାର ମହାନ୍ତି, ଅଜିତ କୁମାର ଗିରି, ରାଜେନ୍ଦ୍ର ମହାପାତ୍ର, ସାମ୍ୱାଦିକ  ଅଜିତ ବସ୍ତିଆ,ସମାଜସେବୀ ତରଣି ସେନ ସାହୁ ଯୋଗ୍ ଦେଇଥିଲେ l ଡ଼ଃ ଅଚ୍ୟୁତ ସାମନ୍ତ୍ନଙ୍କ ଦିଗ ଦର୍ଶନରେ ୨୦୧୩ମସିହା ମେ ମାସ ୧୭ତାରିଖରୁ ଆର୍ଟ  ଅଫ ଗିଭିଙ୍ଗ ଦିବସ ପାଳିତ ହୋଇ ଆସୁଛି l  ଚଳିତ ବର୍ଷର ଥିମ୍ ରହିଥିଲା  ନାଇବର ଗୁଡ ବା ପଡୋଶୀଙ୍କ ସହିତ ସୁସମ୍ପର୍କ ସ୍ଥାପନ l  ଓଡ଼ିଶା ସମେତ ଭାରତ ଓ ଭାରତ ବାହାରେ  ବିଶ୍ଵର ୧୨୦ ଗୋଟି ଦେଶରେ ପାଲିତ ହେଉଛି l ଆଜିର କାର୍ଯକ୍ରମରେ ବହୁ  ବୁଦ୍ଧିଜୀବୀ, କଳାକାର, ନାଟ୍ୟକାର, ସାହିତ୍ୟିକ, ଶିକ୍ଷାବିତ୍,  ସମାଜସେବୀ ପ୍ରମୁଖ ଯୋଗଦେଇ ଡ଼ଃ ଅଚ୍ୟୁତ ସାମନ୍ତଙ୍କ ଏହି ବାର୍ତ୍ତାକୁ  ପ୍ରଶଂସା କରିବା ସହିତ ଏହା ସମସ୍ତେ ପାଳନ କରିବା ଆବଶ୍ୟକ ବୋଲି କହିଥିଲେ l

■ଜୟ କୁମାର ମହାରଣା 


News Comment




Photo in News

Advertisment
Lastest News
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026

You Might Also Like