-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||     

HOME   ଜିଲ୍ଲା

ମିଳିତ ଶିକ୍ଷକ ସଂଘ ପକ୍ଷରୁ ଏକ ବିଶାଳ ରାଲି

17-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଶନିବାର ଦିନ ବିଜେପୁର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫ ରୁ ଏକ ବିଶାଳ ରାଲି ମାଧ୍ୟମରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଓ ଶିକ୍ଷା ସଚିବ ଙ୍କୁ ଗୋଷ୍ଠୀ ଶିକ୍ଷାଧିକାରୀ ବିଜେପୁରଙ୍କ ଜରିଆରେ ଏବଂ ମାନ୍ୟବର ବିଜେପୁର ବିଧାୟକଙ୍କୁ ତାଙ୍କ ବାସଭବନରେ ଦାବି ପତ୍ର ପ୍ରଦାନ କରାଯାଇଛି।ଗତ ତା ୦୩/୦୫/୨୫ରିଖ ଗଣଶିକ୍ଷା ବିଭାଗ ତରଫରୁ ହୋଇଥିବା ଚିଠି ସଂଖ୍ୟା ୧୨୬୩୭/SME ଅନୁଯାୟୀ ପଦୋନ୍ନତି କ୍ଷେତ୍ରରେ OTET କୁ ବାଧ୍ୟତାମୂଳକ କରାଯାଇଛି |ପୂର୍ବରୁ ସରକାରଙ୍କ ବିଭିନ୍ନ ଚିଠି ଅନୁସାରେ ତା ୧୧/୦୨/୨୦୧୧ପୂର୍ବରୁ ନିଯୁକ୍ତ ଶିକ୍ଷକଙ୍କୁ OTET ଦରକାର ନଥିଲା ବେଳେ ଏବେ OTET ବାହାନାରେ ପଦୋନ୍ନତିରୁ ଶିକ୍ଷକଙ୍କୁ ବଞ୍ଚିତ କରାନଯାଉ |ଏଣୁ ସରକାରଙ୍କ ତରଫରୁ ଗତ ୦୩/୦୫/୨୫ ତାରିଖ ରେ ହୋଇଥିବା ଚିଠିକୁ ପ୍ରତ୍ୟାହାର କରିବା ପାଇଁ ଅନୁରୋଧ କରାଯାଇଛି | ଦାବିପତ୍ର ପ୍ରଦାନ ସମୟରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସନ୍ତୋଷ ବାଗ, ସମ୍ପାଦକ ସୌମ୍ୟ ରଞ୍ଜନ ପଧାନ, ସହ ସମ୍ପାଦକ ରାଜେଶ ସାହୁ, କୋଷାଧକ୍ଷ ଶଶିଭୂଷଣ ସାହୁ ଙ୍କ ସମେତ ଶତାଧିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏହାକୁ ପ୍ରତ୍ୟାହୃତ ନ କଲେ ଆଗାମୀଦିନରେ ଏହାର ବିରୋଧରେ ସଂଘ ତରଫରୁ ଆନ୍ଦୋଳନ ର ପନ୍ଥା ଗ୍ରହଣ କରିବାକୁ ସ୍ଥିର କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026

You Might Also Like