-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ସଂଯୁକ୍ତା ଦେବୀଙ୍କ ଦ୍ୱାଦଶାହ ସ୍ମୃତି ଚାରଣ:... ସେ ଥିଲେ ଅଛନ୍ତି,ଥିବେ ବର୍ତ୍ତମାନ ପ୍ରତି ମୁହୁର୍ତ୍ତ

18-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ବଡ଼ଭାଇ ଶ୍ରୀ ବିଜୟ କୁମାର ପୁରୋହିତଙ୍କ ଧର୍ମପତ୍ନୀ ଶ୍ରୀମତୀ ସଂଯୁକ୍ତା ପୁରୋହିତଙ୍କ ବିୟୋଗରେ ସମଗ୍ର ଅଞ୍ଚଲରେ ଶୋକର ଛାୟା ଖେଳି ଯାଇଥିଲା । ସ୍ବର୍ଗତା ସଂଯୁକ୍ତା ଦେବୀ ସମ୍ବଲପୁର ବିଶ୍ବ ବିଦ୍ୟାଳୟରୁ ବିଏସସି, ବିଇଡି ଡିଗ୍ରୀ ହାସଲ କରିବା ସହ କିଛି ବର୍ଷ ସମ୍ବଲପୁର ସ୍ଥିତ ଶ୍ରୀମା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଓ ପରେ ପାଇକମାଲ ସ୍ଥିତ ଯମୁନା କନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷକ ଭାବରେ ଶିକ୍ଷକତା କରୁଥିଲେ । ସେ ଜଣେ ଦରଦୀ, ଧର୍ମପରାୟଣା ଏବଂ ଅତ୍ୟନ୍ତ ସ୍ନେହୀ ମହିଳା ଭାବରେ ତାଙ୍କର ଖ୍ୟାତି ଥିଲା । ଶିକ୍ଷା ଓ ଧର୍ମକାର୍ଯ୍ୟ ସହ ସଦା ସର୍ବଦା ସେ ଜଡିତ ଥିଲେ । ସମଗ୍ର  ଅଞ୍ଚଳର ଶିକ୍ଷା,ଶାସନ, ପରମ୍ପରା, ନାରୀ ଚେତନାର ବିକାଶ, ସ୍ୱାଭିମାନ ଓ ସେବାର ମୁକସାକ୍ଷୀ । ତାଙ୍କର ଦ୍ୱାଦଶାହରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ,ବିଜେପୁର ବିଧାୟକ ସନତ ଗଡ଼ତୀୟା,ପୂର୍ବତନ ସାଂସଦ ପ୍ରଭାସ ସିଂ, ଡ.ରାମକୃଷ୍ଣ ପୁରୋହିତ,ବିଜେପି ଜିଲ୍ଲା ସଭାପତି ଡ.ଅରୂପା ସାହୁ,ଜିଲ୍ଲା ସାଂସଦ ପ୍ରତିନିଧି ସୁରେଶ୍ଵର ଶତପଥୀ,ପ୍ରିତମ ସିଂ,ଗୋବର୍ଦ୍ଧନ ଭୋଇ,ପ୍ରୀତମ ମେହେର,ପ୍ରୀତେଶ ବହିଦାର,ଯଦୁମଣି ପାଣିଗ୍ରାହୀ,ରାଜକୁମାର ସାହୁ,ସରୋଜ ସାମଲ,ରଞ୍ଜନ ପଣ୍ଡା,ଅଧ୍ୟାପକ ସୁଶାନ୍ତ ମିଶ୍ର,ରାଧେଶ୍ୟାମ, ବିଶ୍ୱଜିତ ଏବଂ ଝାରସୁଗୁଡ଼ା,ବ୍ରଜରାଜନଗର,ସମ୍ବଲପୁର ଓ ବରଗଡ ଅଞ୍ଚଳରୁ ଭାରତୀୟ ଜନତା ପାର୍ଟିର ସମସ୍ତ କର୍ମକର୍ତ୍ତା, ସମାଜସେବୀ ଓ ସାମ୍ବାଦିକ ମାନେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଏହି ଅବସରରେ ସାମ୍ବାଦିକ ବଡ଼ ଶତପଥୀ ସଂଯୁକ୍ତା ଦେବୀଙ୍କ ସ୍ମୃତି ଚାରଣ ଉଦ୍ଧେଶ୍ୟରେ ବୃକ୍ଷ ରୋପଣ କରିବା ପାଇଁ ପରିବାର ବର୍ଗଙ୍କୁ ଏକ ବୃକ୍ଷ ଚାରା ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସ୍ୱର୍ଗୀୟା ସଂଯୁକ୍ତା ପୁରୋହିତଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିବା ସମସ୍ତ ଅତିଥି ମାନଙ୍କୁ ଶ୍ରୀ ବିଜୟ କୁମାର ପୁରୋହିତ,ଶ୍ରୀ ଗିରିଧାରୀ ପୁରୋହିତ,ବରିଷ୍ଠ ଆଇନଜୀବି ରାମରତନ ପୁରୋହିତ, ସାଂସଦ ପ୍ରଦୀପ ପୁରୋହିତ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like