-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||     

HOME   ଜିଲ୍ଲା

ବାଞ୍ଜି ବାହାଳ ଗ୍ରାମ ଠାରେ ଅଷ୍ଟ ପ୍ରହର ଅଖଣ୍ଡ ନାମ ଯଂଜ୍ଞ ର ଶ୍ରମର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ

18-May-2025



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଲା ଗ୍ରାମପଞ୍ଚାୟତ ବାଞ୍ଜି ବାହାଳ ଗ୍ରାମ ଠାରେ ଅଷ୍ଟପ୍ରହର ନାମଯଜ୍ଞ ଶ୍ରମର୍ଦ୍ଧନା ସଭା ଅନୁଷ୍ଠିତ l ଏ ଠାରେ ମୁଖ୍ୟ ଅତିଥି ଭାବରେ ଜଗନ୍ନାଥ ମନ୍ଦିର ପୂଜକ ଶ୍ରୀଯୁକ୍ତ ଉମା ଶଙ୍କର ଦାସ, ଦିଲୀପ କୁମାର ଦାସ, ପଦ୍ମଲୋଚନ ମାଝୀ ଯୋଗଦାନ କରିଥିଲେ l
ଏଠାରେ ଅଷ୍ଟ ପ୍ରହର ନାମଯଜ୍ଞ ପୂଜା ର ଯଜମାନ ଶ୍ରୀଯୁକ୍ତ ପଦ୍ମଲୋଚନ ମାଝୀ ଓ ବୀଣାପାଣି ସଂକୀର୍ତନ ମଣ୍ଡଳୀ ସଭାପତି ଶ୍ରୀଯୁକ୍ତ ମନରଞ୍ଜନ ମାଝୀ, ଇନ୍ଦ୍ର ମଣି ମାଝୀ, ଚିତ୍ର ସେନ ମାଝୀ, ଗିରିଧାରୀ ମାଝୀ, ହିମାଦ୍ରୀ ମାଝୀ, ଚିନ୍ତା ମଣି ମାଝୀ, ଲଷ୍ମୀ ମାଝୀ,ଓ ମହିଳା ମାନେ ହେଲେ ଜୟମଣୀ ମାଝୀ, ଲଳିତା ମାଝୀ, ଭାନୁ ମତି ମାଝୀ, ତୁଳସୀ ମାଝୀ  ବାଞ୍ଜି ବାହାଳ ଗ୍ରାମର ପ୍ରତେକ ଭକ୍ତ   ଏହି ସ୍ୱମ୍ୱର୍ଦ୍ଧନା କାର୍ଯ୍ୟକ୍ରମ  ଉପସ୍ଥିତ ରହିଥିଲେ ଏବଂ ସମସ୍ତ ଙ୍କୁ ମାନ ପତ୍ର ପ୍ରଦାନ କରାଯାଇଥିଲା l ଏଠାରେ ସମସ୍ତ ଙ୍କ ପାଇଁ ଆନନ୍ଦ ବଜାରରେ ଅର୍ଣ୍ଣ ଛତ୍ର ର ବ୍ୟବସ୍ଥା ମଧ୍ୟ୍ୟ କରାଯାଇଥିଲା lଏହି ନାମ ଯଂଜ୍ଞ କୁ  ବାଞ୍ଜି ବାହାଳ ଗ୍ରାମର ପୁରୁଷ ଓ ମହିଳା ସମସ୍ତେ ସାହାଯ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like