-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ଏସୟୁଜେ ଆନୁକୂଲ୍ୟରେ ସାମ୍ବାଦିକ ପ୍ରଶାନ୍ତ ମିଶ୍ରଙ୍କ ପ୍ରବନ୍ଧ ସଂକଳନ ପ୍ରତିପନ୍ନ ପୁସ୍ତକ ଉନ୍ମୋଚନ

18-May-2025



ବଲାଙ୍ଗିର: ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ସାମ୍ବାଦିକ ପ୍ରଶାନ୍ତ ମିଶ୍ରଙ୍କ ପ୍ରବନ୍ଧ ସଂକଳନ 'ପ୍ରତିପନ୍ନ'  ଷ୍ଟେଟ ୟୁନିୟନ୍ ଅଫ ଜର୍ଣାଲିଷ୍ଟ, ବଲାଙ୍ଗିର ଶାଖା ଆନୁକୂଲ୍ୟରେ ଉନ୍ମୋଚନ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଡ.ଉମାବଲ୍ଲଭ ମହାପାତ୍ର, ମୁଖ୍ୟବକ୍ତା ଡ.ନୃପରାଜ୍ ସାହୁ, କୁଳସଚିବ, ସମ୍ବଲପୁର ବିଶ୍ୱବିଦ୍ୟାଳୟ,ସମ୍ମାନିତଅତିଥି ରାମଚନ୍ଦ୍ର ପଟେଲ ସଚିବ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ଅନ୍ୟତମ ସମ୍ମାନିତ ଅତିଥି ଶରତ କୁମାର ମହାକୁର, ସଭାପତି ଷ୍ଟେଟ ୟୁନିୟନ୍ ଅଫ ଜର୍ଣାଳିଷ୍ଟ,ବଲାଙ୍ଗିର ଜିଲ୍ଲା ଶାଖା ଏବଂ ରଘୁ ନନ୍ଦନ ସିଂହ ସମ୍ପାଦକ ଏସୟୁଜେ ଜିଲ୍ଲା ଶାଖା ବଲାଙ୍ଗିର ମଞ୍ଚାସୀନ ଥିଲେ।ସଭା ପ୍ରାରମ୍ଭରେ ରଘୁ ନନ୍ଦନ ସିଂହ ଅତିଥି ମାନଙ୍କୁ ମଞ୍ଚରେ ମଞ୍ଚାସୀନ ପାଇଁ ଆମନ୍ତ୍ରଣ କରିଥିବା ବେଳେ ସାମ୍ବାଦିକ ବିରେନ୍ଦ୍ର ଝାଙ୍କର ଅତିଥି ପରିଚୟ ପ୍ରଦାନ କରିଥିଲେ ସଭାକୁ ଲିଲି ପଟେଲ ସଞ୍ଚାଳନ କରିଥିଲେ। ପୁସ୍ତକର ଲେଖକ ପ୍ରଶାନ୍ତ ମିଶ୍ର ତାଙ୍କ ସାମ୍ବାଦିକ ଜୀବନର କିଛି ସାଉଁଟା ଅଭିଜ୍ଞତା ବାଣ୍ଟିଥିଲେ।ସମ୍ମାନିତ ଅତିଥି  ରାମଚନ୍ଦ୍ର ପଟେଲ ପୁସ୍ତକର ପ୍ରତିଟି ଲେଖା ଉପରେ ବିଶଦ ଭାବରେ ଆଲୋକପାତ କରି ଥିଲେ।ମୁଖ୍ୟବକ୍ତା ଡ.ନୃପରାଜ୍ ସାହୁ ତାଙ୍କ ବକ୍ତବ୍ୟରେ ପୁରୁଣା ସଂସ୍କୃତିକୁ ମନେ ପକାଇ ଲେଖକ ପ୍ରଶାନ୍ତ ମିଶ୍ରଙ୍କ ପ୍ରବନ୍ଧ ସହ ସମଭାବାପନ୍ନ ଥିବା ବିଷୟ ଉପସ୍ଥାପନ କରିଥିଲେ।ପୂର୍ବର ସ୍ମୃତି ପାଣି, ପବନ, ପୋଖରୀ,ମନ୍ଦିର,କୂଅ,ତୁଳସୀ ଚଉରା, ଅସଜଡା ଅଙ୍କାବଙ୍କା ରାସ୍ତା, ପର୍ବ ପର୍ବାଣୀ, ସଂସ୍କୃତି, ସେହି ପୁରୁଣା ପରମ୍ପରା ବଞ୍ଚି ରହିଛି ଯାହାକି ପୁସ୍ତକ ଲେଖିବାର ବାଟ ବତାଏ ବୋଲି ସେ ତାଙ୍କ ବକ୍ତବ୍ୟରେ ଉପସ୍ଥାପନ କରି ସମସ୍ତଙ୍କୁ ପୁରୁଣା ସ୍ମୃତି ମନେ ପକେଇ ଦେଇଥିଲେ। ମୁଖ୍ୟ ଅତିଥି ପ୍ରଫେସର ଡ.ଉମାବଲ୍ଲଭ ମହାପାତ୍ର ତାଙ୍କ ବକ୍ତବ୍ୟରେ ପ୍ରତିପନ୍ନ ପୁସ୍ତକର ଲେଖାକୁ ନେଇ ପ୍ରଶଂସା କରିଥିଲେ। ସେ ବକ୍ତବ୍ୟ ମାଧ୍ୟମରେ ତାଙ୍କର ପିଲା ଦିନର ଅନେକ ଅଭୁଲା ସ୍ମୃତିକୁ ବଖାଣି ଥିଲେ।ପରେ ଅତିଥି ମାନେ ତିନିଜଣଙ୍କ ନାମ ଲଟେରୀ ମାଧ୍ୟମରେ ଘୋଷଣା କରି ପୁରସ୍କାର ଦେଇଥିଲେ। ସଭାପତି ଶରତ ମହାକୁର ସଭାପତି ଅଭିଭାଷଣ ଦେଇଥିଲେ।ଶେଷରେ ଏସୟୁଜେ ର ରାଜ୍ୟ ଉପଦେଷ୍ଟା ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like