-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

 ହାତରେ ତ୍ରିରଙ୍ଗା ପତାକା ଧରି ଗାଁ ଦାଣ୍ଡ ରେ ଶହ ଶହ ଜନସାଧାରଣ ଙ୍କ ମଝିରେ ଚାଲି ଚାଲି ଗଲେ ମୁଖ୍ୟମନ୍ତ୍ରୀ

18-May-2025



ହରଭଙ୍ଗା(ସାଶ୍ୱତ ଦାସ): ପ୍ରଥମଥର ପାଇଁ  ଗାଁ ଦାଣ୍ଡରେ ପାୟ ଦୁଇ କିଲୋମିଟର ବାଟ ଲୋକଙ୍କ ମଧ୍ୟରେ ଚାଲି ଚାଲି ଗଲେ ମୁଖ୍ୟମନ୍ତ୍ରୀ । ଆତଙ୍କବାଦ ବିରୁଦ୍ଧରେ ଭାରତୀୟ ଯବାନଙ୍କ ଅପରେସନ ସିନ୍ଦୂର ର ସଫଳତା ପରେ ଯବାନମାନଙ୍କୁଙ୍କୁ ଉତ୍ସାହିତ କରିବା ପାଇଁ ରାଜ୍ୟବ୍ୟାପୀ ଚାଲିଛି ପରାକ୍ରମ ଶୋଭାଯାତ୍ରା । ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗ୍ରସ୍ତରେ ଆସି ହରଭଙ୍ଗା ବ୍ଲକର ସରସରା ଗାଁ ରେ ଅନୁଷ୍ଠିତ ପରାକ୍ରମ ଶୋଭାଯାତ୍ରାରେ ସାମିଲ ହୋଇ

ଥିଲେ । ପ୍ରଥମେ ଜିଲ୍ଲାପାଳ କାର୍ଯ୍ୟାଳୟ ରେ ଅନୁଷ୍ଠିତ ସମୀକ୍ଷା ବୈଠକ ରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବୈଠକ ସରିବା ପରେ ଅପରାହ୍ନ ୪ଟା ସମୟରେ ହରଭଙ୍ଗା ବ୍ଲକ ସରସରା ଖେଳ ପଡିଆରେ ଆୟୋଜିତ ପରାକ୍ରମ ଶୋଭାଯାତ୍ରା ସଭାରେ ଯୋଗ ଦେଇ ଅପରେସନ ସିନ୍ଦୁର ସଫଳତା କୁ ନେଇ ଜନସାଧାରଣଙ୍କୁ ସମ୍ବୋଧନ କରିଥିଲେ ମୁଖ୍ୟମନ୍ତ୍ରୀ । ପରେ ସରସରା ଗାଁରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ଶହ ଶହ ଜନସାଧାରଣ , ମହିଳା, ବୁଦ୍ଧିଜୀବୀ ସ୍କୁଲ ଛାତ୍ରଛାତ୍ରୀଙ୍କ ଗହଣ ରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ଗାଁ ଦାଣ୍ଡ ରେ ଚାଲି ଚାଲି ଆସିଥିଲେ । ମୁଖ୍ୟମନ୍ତ୍ରୀ ସହ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ଓ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ମଧ୍ୟ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ 
ପରେ ତ୍ରିରଙ୍ଗା ଶୋଭାଯାତ୍ରା ସରିବା ପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଯାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like