-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ବିଧାୟକଙ୍କୁ ସମସ୍ୟା ଜଣାଇଲା ବରୀ ମାଉଣ୍ଡ ବଣିକ ମହାସଂଘ

19-May-2025



ବରୀ(ରଞ୍ଜିତ ମହାନ୍ତି):  ବରୀ ମାଉଣ୍ଡ ବଣିକ ମହାସଂଘ ପକ୍ଷରୁ ବରୀ ବିଧାୟକ ବିଶ୍ଵରଞ୍ଜନ ମଲ୍ଲିକଙ୍କୁ ରବିବାର ଅପରାହ୍ନରେ ସମ୍ବନ୍ଧିତ କରାଯାଇଛି। ଏଥିସହିତ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇ ବଜାରର ରାସ୍ତା ଆଲୋକୀକରଣ, ପାନୀୟ ଜଳ ସମସ୍ୟା ଓ ଶୌଚାଳୟ ନିର୍ମାଣ ବିଷୟରେ ଅବଗତ କରାଯାଇଛି। ମହାସଂଘର ସ୍ଥାୟୀ ସଭାପତି ଧୀରେଶ ଚନ୍ଦ୍ର ଦ୍ବିବେଦୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ସମ୍ପାଦକ ଶୁକଦେବ ବେହେରା ଉପସ୍ଥିତ ଥିବାବେଳେ ଗଙ୍ଗାଧର ଦାସ ମଞ୍ଚ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ
ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡ଼ି, ସାମାଜିକ କର୍ମୀ କେଦାର ସାମଲ, ଜିଲା ପରିଷଦ ସଭ୍ୟ ଅଶୋକ ସାମଲ, ସନ୍ତୋଷ ସାମଲ, ଦିଲୀପ ମହାନ୍ତି, ସାମାଜିକ କର୍ମୀ ଅରବିନ୍ଦ ମହାନ୍ତି, ବୀରେନ୍ଦ୍ର ମିଶ୍ର, ପ୍ରସନ୍ନ ସାମଲ, ପ୍ରାକ୍ତନ ସରପଞ୍ଚ ପ୍ରମୋଦ ନାଥ ପ୍ରମୁଖ ଉପସ୍ଥିତ ଥିଲେ। ମହାସଂଘର କର୍ମକର୍ତ୍ତା ରବୀନ୍ଦ୍ର ସାହୁ, ଶୁଭ୍ରାଂଶୁ ଶେଖର ବିଶ୍ଵାଳ, ପ୍ରଦୀପ ବେଉରିଆ, ସତ୍ୟବ୍ରତ ପରିଡ଼ା, ରମଣି ରଞ୍ଜନ  ଅମରଜିତ ବିଶ୍ଵାଳ, ବାପି ପଣ୍ଡା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନରେ ସହଯୋଗ କରି ଥିଲେ। କୁନି ଝିଅ ଅମ୍ରିତା ଦ୍ବିବେଦୀ ସ୍ବାଗତ ନୃତ୍ୟ ପରିବେଷଣ କରିଥିବାବେଳେ କୀର୍ତ୍ତି ଦାସ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like