-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରିଣୀ ବୈଠକ

19-May-2025



ବଲାଙ୍ଗିର- ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରିଣୀ ବୈଠକ ମାଲପଡା ସ୍ଥିତ କାର୍ଯ୍ୟାଳୟ ଠାରେ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ସଭାପତି ପ୍ରଫେସର ମିଶ୍ର ନବ ମନୋନିତ କାର୍ଯ୍ୟକାରିଣୀ ସଭ୍ୟମାନଙ୍କୁ ସ୍ୱାଗତ ଜଣାଇବା ପରେ ସଂପାଦକ ବିମଲ ଚକ୍ରବର୍ତ୍ତି ଗତ ସାଧାରଣ ସଭାର ବିବରଣୀ ପାଠ କରିଥିଲେ ଏବଂ କୋଷାଧ୍ୟକ୍ଷ ଅଶୋକ ଚାନ୍ଦ ଆୟବ୍ୟୟର ହିସାବ ରଖିଥିଲେ । ସଭ୍ୟ ଗୋପବନ୍ଧୁ ପୁରୋହିତ, ପ୍ରଭାକର ମିଶ୍ର, ଶିବ ନାରାୟଣ ରଥ, ଉପ-ସଭାପତି ଅନନ୍ତ ବିଶୋଇ, ପ୍ରବକ୍ତା ଋତୁରାଜ ସିଂ, ମନୋରଂଜନ ପୁରୋହିତ ପ୍ରମୁଖ ଲିଫ୍ଟ କାମକୁ ତ୍ୱରାନ୍ୱିତ କରିବା, ଦିଲ୍ଲୀ ବା ପ୍ରୟାଗରାଜ କୁ ଏକ ସିଧାସଳଖ ଟ୍ରେନର ବ୍ୟବସ୍ଥା, ଭୁବନେଶ୍ୱର କୁ ସୋନପୁର କିମ୍ବା ବଲାଙ୍ଗିର ରୁ ପ୍ରତ୍ୟେକ ଦିନ ସକାଳୁ ଯାଇ ଫେରିଆସିବା ପରି ଏକ ଟ୍ରେନ ର ସୁୁବିଧା କିମ୍ବା ସମ୍ବଲପୁର-ପୁରୀ ଇଣ୍ଟରସିଟିକୁ ବଲାଙ୍ଗିର ପର୍ଯ୍ୟନ୍ତ ସଂପ୍ରସାରଣ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ବଲାଙ୍ଗିର ଷ୍ଟେସନ ଏନ୍‌ଏସ୍‌ଜିି-୩ କୁ ଉନ୍ନିତ ହୋଇଛି ତାହାର ତିଳେମାତ୍ର ସୁବିଧା ଯାତ୍ରୀମାନେ ପାଉ ନାହାନ୍ତି କିନ୍ତୁ ମଟର ସାଇକେଲ ଷ୍ଟେଣ୍ଡରେ ବିନା ଛାଉଣି, ବିନା ସିସି ଟିଭି ଓ ବିନା କମ୍ପ୍ୟୁଟରାଇଜ ରସିଦ ରେ ମନଇଚ୍ଛା ବହୁତ ଟଙ୍କା ନେଇ ଯାତ୍ରୀମାନଙ୍କୁ ଶୋଷଣ କରୁଥିବା ସଭ୍ୟମାନେ କ୍ଷୋଭ ପ୍ରକାଶ କରିଥିଲେ । ଅନ୍ୟାନ୍ୟ ସଭ୍ୟ ମୋତିଲାଲ ସାହୁ, ନରେନ୍ଦ୍ର କବାଟ, ଦିବାକର ହୋତା, ପର୍ଶୁରାମ ନାୟକ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଛନ୍ତି । ଏହିପରି ଯାତ୍ରୀ ଶୋଷଣ ବନ୍ଦ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନ ତିବ୍ରତର ହେବ ବୋଲି ସଭ୍ୟମାନେ ମତପ୍ରକାଶ କରିଛନ୍ତି । ଶେଷରେ ଯୁଗ୍ମ ସଂପାଦକ ଇଂ.ହିତେଶ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା