-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଚନ୍ଦ୍ରପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

19-May-2025



ଚନ୍ଦ୍ରପୁର /ରାୟଗଡ: ଚନ୍ଦ୍ରପୁର ବ୍ଲକ ସଦଭାବନା ସଭାଗୃହ ରେ  ଜିଲ୍ଲାପାଳ, ରାୟଗଡ଼ ପାରୁଲ ପଟୱାରୀଙ୍କ ନିର୍ଦ୍ଦେଶକ୍ରମେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ  ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମୂଲ୍ୟ କୁମାର ଧର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହୋତା,   ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ।  ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ୱାବଧାନ ରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଆଜି ମୋଟ ୧୫ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୦୮ଟି  ବ୍ୟକ୍ତିଗତ, ୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ପାଇବା ପରେ ସମସ୍ୟା ଗୁଡିକୁ ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଗୁଣପୁର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ପ୍ରାଣିଧନ ଚିକତ୍ସା ଅଧିକାରୀ ଡାକ୍ତର ଦେବରାଜ ନାୟକ, ଜଳ ବିଭାଜିକା ମିଶନର ପ୍ରକଳ୍ପ ନିର୍ଦେଶକ ଶ୍ରୀ ଦାମୋଦର ପାଣିଗ୍ରାହୀ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶିବଶଙ୍କର ଚୌଧୁରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭଜନ  ଲାଲ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ପ୍ରଗ୍ରାମ ଅଧିକାରୀ କଳ୍ପନା ମହାକୁଡ଼ ଏବଂ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ l
ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣି ସହାୟକ ଅଚ୍ୟୁତାନନ୍ଦ ଲିମା ଶିବିର ପରିଚାଳନା କରିଥିବା ବେଳେ ଚନ୍ଦ୍ରପୁର ଥାନା ଅଧିକାରୀ ଆଇନ ଶୃଙ୍ଖଳା ରକ୍ଷା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା