-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହାବିଦ୍ୟାଳୟର ପୂର୍ବତନ ରସାୟନ ବିଜ୍ଞାନ ଡେମୋନଷ୍ଟ୍ରେଟର ସହଦେବ ପଟ୍ଟନାୟକଙ୍କ ବିୟୋଗରେ ଶୋକ ସଭା

19-May-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ମହାବିଦ୍ୟାଳୟର ଅବସରପ୍ରାପ୍ତ ପୂର୍ବତନ ରସାୟନ ବିଜ୍ଞାନ ଡେମୋନଷ୍ଟ୍ରେଟର  ସହଦେବ ପଟ୍ଟନାୟକ ଗତ କିଛିଦିନ ହେବ କ୍ୟାନସରରେ ପୀଡ଼ିତ ଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି ।  ଗତକାଲି ଅପରାହ୍ଣରେ ତାଙ୍କର ପରଲୋକ ଖବର ପ୍ରଚାରିତ ହେବାପରେ ସମଗ୍ର ନବରଙ୍ଗପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା । ଆଜି ନବରଙ୍ଗପୁର ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତି ସଙ୍ଗୀତା ତ୍ରୀପାଠୀଙ୍କ ଅଧ୍ଯକ୍ଷତାରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ନବରଙ୍ଗପୁର ମହାବିଦ୍ୟାଳୟର କର୍ମଚାରୀ ମାନଙ୍କ ପକ୍ଷରୁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । । ଏହି ଅବସରରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିବା ବେଳେ ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଜିତେନ୍ଦ୍ର କୁମାର ରଥ, ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପିକା ଡକ୍ଟର ନନ୍ଦିତା ମିଶ୍ର, ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପକ ଘାସିରାମ ବେହେରା, ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ନବରଙ୍ଗପୁରର ରସାୟନ ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଲବ ଖୋସଲା ପ୍ରମୁଖ  ତାଙ୍କର କର୍ମମୟ ଜୀବନୀ ଉପରେ ଆଲୋକପାତ କରିବା ସହିତ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ।ସେ ଜଣେ ଉଦାରଚିତ ବ୍ୟକ୍ତିତ୍ଵ, ପରୋପକାରୀ, ସେବାଭାବାପନ୍ନ ମଣିଷ, ସ୍ପଷ୍ଟ ବାଦୀ,ନିଷ୍ଠାପର ଓ ଛାତ୍ରବତ୍ସଳ ଭାବେ ପରିଚିତ ଥିବା ସହିତ ନବରଙ୍ଗପୁର ଅଞ୍ଚଳରେ ସମସ୍ତଙ୍କର ପ୍ରିୟଭାଜନ ହୋଇପାରିଥିଲେ ବୋଲି ସମସ୍ତେ ମତ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା