-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସ୍ବର୍ଗତା ମେମବାଇ ଅଗ୍ରୱାଲଙ୍କ ଗଙ୍ଗା ଶ୍ରାଦ୍ଧ ଅନୁଷ୍ଠିତ,

19-May-2025



ସିନାପାଲି  (ଚିନ୍ତାମଣି ନେତାମ)
ନୂଆପଡା ଜିଲ୍ଲା ସିନାପାଲି  ବ୍ଲକ ସଦର ମହକୁମାର  ଗାୟତ୍ରୀ ପରିଜନ ଓ ସମାଜସେବୀ   ଶ୍ରୀଯୁକ୍ତ ନୁନ କରଣ ଅଗ୍ରୱାଲଙ୍କ ସହଧର୍ମିଣୀ  ଈଶ୍ୱର ବିଶ୍ଵାସି ସ୍ବର୍ଗତ ମେମ ବାଇ  ଅଗ୍ରୱାଲଙ୍କ  ଦେହାନ୍ତର ତ୍ରୟୋଦଶ ଦିବସରେ ତାଙ୍କ ଵାସଗୃହରେ ଗଙ୍ଗା ଶ୍ରାଦ୍ଧ ଅନୁଷ୍ଠିତ ହୋଇଯାଇଛି  l ଗଙ୍ଗା ଶ୍ରାଦ୍ଧ କାର୍ଯ୍ୟ କ୍ରମରେ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ହିମାଂଶୁ ଶେଖର ମେହେର, ବୈଷମ୍ପାୟନ ମେହେର, ଲମ୍ବୋଦର ନିଆଲ, ପ୍ରଦୀପ କୁମାର ଜୈନ, ମନିଷ ପଟେଲ, ନବୀନ କୁମାର ମେହେର, ପ୍ରଭାସ ଯୋଶୀ, ଅରିରଞ୍ଜନ ଯୋଶୀ, ସତ୍ୟବ୍ରତ ଗହୀର, ତ୍ରିନାଥ ମେହେର, ଲମ୍ବୋଦର ମେହେର, ରାଜେନ୍ଦ୍ର ଯୋଶୀ ତଥା ନିମନ୍ତ୍ରିତ ଅତିଥି ଓ ଶ୍ରୀଯୁକ୍ତ ନୁନକରଣ ଅଗ୍ରୱାଲଙ୍କର ପରିବାର ଓ ବନ୍ଧୁ ବର୍ଗ  ସ୍ବର୍ଗତା ଅଗ୍ରୱାଲଙ୍କ ଫୋଟୋ ଚିତ୍ରରେ  ଫୁଲ   ଚନ୍ଦନ  ଦେଇ ତାଙ୍କ ଅମର ଆତ୍ମାର ଶାନ୍ତି ଓ ସଦଗତି କାମନା କରିବା ସହ  ଶୋକାକୁଲ ପରିବାର ବର୍ଗଙ୍କୁ  ସମବେଦନା ଜଣାଇଥିଲେ l ଦ୍ୱାଦଶ ତିଥିରେ  ସ୍ବର୍ଗତା ଆତ୍ମାର  ଈଶ୍ୱର ପ୍ରାପ୍ତି ସକାଶେ  ଭଜନ ସନ୍ଧ୍ୟା  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  l ଏହି ଅବସରରେ ସିନାପାଲି ଗାୟତ୍ରୀ ପ୍ରଜ୍ଞା ପୀଠର  ମୁଖ୍ୟ ଶ୍ରୀଯୁକ୍ତ ପୂର୍ଣଚନ୍ଦ୍ର ମେହେର , ଶ୍ରୀଯୁକ୍ତ ପରମେଶ୍ୱର ଯୋଶୀ, ତ୍ରିନାଥ ମେହେର, ଯୁକ୍ତ ମେହେର  ତତୁଲ୍ୟ କୁମାର ପଣ୍ଡା,  ଶ୍ରୀଯୁକ୍ତ  ମହାନ୍ତି, ଶ୍ରୀଯୁକ୍ତ ନୁନ କରଣ ଅଗ୍ରୱାଲଙ୍କ ଚାରି ପୁତ୍ର  ନରେଶ, ସୁବାସ, ମୁକେଶ, ରାଜେଶ, ଚାରି ଝିଅ ଜ୍ୱାଇଁ  ସମେତ ବନ୍ଧୁବର୍ଗ ଉପସ୍ଥିତ ରହି  ଶୋକ ବ୍ୟକ୍ତ କରିଥିଲେ  l  ଭବାନୀପାଟଣା  ର ଭଜନ ମଣ୍ଡଳୀ  ଭଜନ ଓ ଜଣାନ ସଂଗୀତ ପରିଚାଳନା କରିଥିଲେ  l ସ୍ବର୍ଗତା ଅଗ୍ରୱାଲ ଜଣେ ଅତିଥି ପରାୟଣା ମହିଳା ଥିବା ସହ  ନାରୀମାନଙ୍କର ବନ୍ଧ୍ୟା ଦୋଷ  ଦୂରୀକରଣ ପାଇଁ ଚେରି ମୁଲି  ଔଷଧ ଦେଇ ଲୋକଙ୍କୁ ଉପକୃତ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା