-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବଣିକ ମହାସଂଘ ଦାବି ପରେ ଷ୍ଟ୍ରିଟ୍ ଲାଇଟ୍ ଲାଗିଲା

20-May-2025



(ରଞ୍ଜିତ ମହାନ୍ତି)
ପ୍ରରିପ୍ରେକ୍ଷୀରେ ବଜାରର ଆଲେକୀକରଣ ବ୍ୟବସ୍ଥା କାମ ସୋମବାରଠାରୁ ଆରମ୍ଭହୋଇଛି। ଷ୍ଟ୍ରିଟ୍ ଲାଇଟ୍ ଲଗାଯାଉଥିବାରୁ ବଣିକ ସଂଘର ସଭାପତି ଧୂରେସ ଚନ୍ଦ୍ର ଦ୍ଵିବେଦୀ, ସମ୍ପାଦକ ଶୁକଦେବ ବେହେରା, ପ୍ରଦୀପ ବେଉରିଆ, ସୁବାଶିଷ ଦ୍ବିବେଦୀ, କୀର୍ତ୍ତିଚନ୍ଦ୍ର ଦାସ, ନାରଣ ସାହୁ, ନିରଞ୍ଜନ ମହାନ୍ତି, ରମଣୀରଞ୍ଜନ ସିଂ, ବାବୁ ସାହୁ, ମକୁ ବାରିକ ପ୍ରମୁଖ ବିଧାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଗାମୀ ଦିନରେ ଅନ୍ୟ ଦାବିଗୁଡ଼ିକ ପୂରଣ କରିବାକୁ ବଣିକ ମହାସଂଘ ପକ୍ଷରୁ ଅନୁରୋଧ କରାଯାଇଛି।ବରୀ ଅଞ୍ଚଳର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳ ଭାବେ ପରିଚିତ ବରୀ ମାଉଣ୍ଡ ବଣିକ ମହାସଂଘ ତରଫରୁ ରବିବାର ସନ୍ଧ୍ୟାରେ ବରୀ ବିଧାୟକ ବିଶ୍ବ ରଞ୍ଜନ ମଲିକଙ୍କୁ ସମ୍ବନ୍ଧିତ କରାଯାଇଥିଲା। ଏହି ଅବସରରେ ବରୀ ବଜାରର ୪ଟି ସମସ୍ୟାର ସମାଧାନ ପାଇଁ ଦାବି ଉପସ୍ଥାପନ କରାଯାଇଥିଲା। ବିଧାୟକ ମଲିକ ସେହି ୪ ଦାବିକୁ ଗ୍ରହଣ କରି ଏହାର ତୁରନ୍ତ ପ୍ରତିକାର କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା