-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ରାଜ୍ୟ

ଏଆଇଟିୟୁସି ଓ ଏଆଇୟୁଟିୟୁସି ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଓ

20-May-2025



ବଲାଙ୍ଗିର(ଦେବାଶିଷ ବହିଦାର)-୧୦ଟି କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ସ୍ୱାଧିନ ଫେଡେରେସନ ଆହ୍ୱାନରେ ଦେଶ ବ୍ୟାପି ବିକ୍ଷୋଭ ଅବସରରେ ଆଜି ଏଆଇଟିୟୁସି ଓ ଏଆଇୟୁଟିୟୁସି ବଲାଙ୍ଗିର ଜିଲ୍ଲା ପକ୍ଷରୁ କୋଶଳ କଳା ମଣ୍ଡଳ ପଡିଆରୁ ଏକ ର‌୍ୟାଲିରେ ଭାଗରଥି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶ୍ରମିକ ବିରୋଧି ୪ଟି ଶ୍ରମ କୋଡ ପ୍ରତ୍ୟାହାର, ସ୍କିମ ୱାର୍କର ଯଥା ଆଶା କର୍ମୀ ଅଙ୍ଗନୱାଡି କର୍ମୀ ଓ ସହାୟିକା, ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କୁ ସରକାରୀ କର୍ମଚାରୀ ମାନ୍ୟତା, ମାସିକ ଭତ୍ତା ସର୍ବନିମ୍ନ ୨୬ହଜାର ଟଙ୍କା ପ୍ରଦାନ, କୃଷିଜାତ ଦ୍ରବ୍ୟର ଆଇନ ମାନ୍ୟତା ଦରବୃଦ୍ଧି ନିୟନ୍ତ୍ରଣ,

ଏନ୍‌ପିଏସ୍ ୟୁପିଏସ୍ ବାତିଲ କରି ପୁରୁଣା ପେନସନ ସ୍କିମ ପ୍ରଚଳନ, ସମାନ କାମକୁ ସମାନ ଦରମା, ୨୦୨୨ ବିଦ୍ୟୁତ ସଂଶୋଧନ ପ୍ରତ୍ୟାହାର, ପ୍ରିପେଡ ସ୍ମାର୍ଟ ମିଟର ବାତିଲ, ରାଷ୍ଟ୍ରାୟତ ଓ ସରକାରୀ ସଂସ୍ଥାର ଘରୋଇ କରଣ ବନ୍ଦ କରିବା ଓ ଜାତୀୟ ଶିକ୍ଷାନିତି ୨୦୨୦ ବାତିଲ ଆଦି ୧୭ ଦଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଆଇଟିୟୁସି ଜିଲ୍ଲାସଭାପତି ତୀର୍ଥ ପଧାନଙ୍କ ସଭାପତିତ୍ୱରେ ଆଜିର ବିକ୍ଷୋଭ ସଭାରେ ବକ୍ତବ୍ୟ ରଖିଥିଲେ ଏଆଇୟୁଟିୟୁସି ରାଜ୍ୟ କମିଟି ସଭ୍ୟ ଅଶୋକ ମିଶ୍ର । ନିଖିଳ ଓଡିଶା ଆଶା କର୍ମୀ ସଂଘ ସଭାପତି ଦମୟନ୍ତି ମହାନନ୍ଦ, ସଂଜୁ ବାଗ, ପ୍ରଭାସିନି ରାୟ, ବଲାଙ୍ଗିର ବ୍ଲକ ସଂଘ ସଂପାଦିକା ବାସନ୍ତି ସେଠ,

ମିନାକ୍ଷି ଜେନା, ମମତା ଜେନା, ପାଚିକା ସହାୟିକା ମାଧବୀ କଲତା, ବଲ୍ଲବି ସିଂ, ନିର୍ମାଣ ଶ୍ରମିକ ରୁ ପୁରୁଷୋତ୍ତମ କର୍ମୀ, ଜଗବନ୍ଧୁ ବେହେରା, ଗ୍ରା.ପ. ଶ୍ରମିକ ସଂଘ ବିଦୁର କୁମ୍ଭାର, ପ୍ରଫୁଲ୍ଲ କୁମ୍ଭାର, ଏଆଇଡିଏସ୍‌ଓ ଜିଲ୍ଲା ସଭାପତି ମଧୁସୁଦନ ବାଗ, ସଂପାଦିକା ଗୌରୀ ରାଉତ, ଏଆଇଡିୱାଇଓ ଜିଲ୍ଲା ସଂପାଦକ ତାମସ ବେହେରା ସହ ଶତାଧିକ କର୍ମୀ ସାମିଲ ହେବା ସହ ବକ୍ତବ୍ୟ ରଖିଥିଲେ । ଏଆଇଟିୟୁସି ଜିଲ୍ଲା ସହ-ସଂପାଦକ ସାଏବୁ ନନ୍ଦ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like