-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||     

HOME   ଜିଲ୍ଲା

ବାଉଁଶ ପାତିଆ ରେ ନିର୍ମିତ ହେଲା ନୂଆପଡ଼ା ଜିଲ୍ଳାର ଭୌଗଳିକ ମାନଚିତ୍ର ର ପ୍ରତିକୃତି

20-May-2025



(ଡୋଲେଶ୍ୱର ବାଗ)
ଅଭିନବ ଉପାୟରେ  ବାଉଁଶ କାରିଗରୀ ଦ୍ଵାରା  ନୂଆପଡ଼ା ଜିଲ୍ଳାର ଭୋଗଲିକ ମାନଚିତ୍ର ସୁନ୍ଦର ପ୍ରତିକୃତି ତିଆରି କରିଛନ୍ତି l ନୂଆପଡ଼ା ଜିଲ୍ଲାର ବୋଡ଼େନ ବ୍ଲକ ର ପୋଖତ ବାଉଁଶ କାରିଗର ମାନେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଯଥା କୁଲା, ଭୂଗା, ଟୁପା,ପାଛିଆ, ପର୍ଲା, ଝାମ୍ପି, ଚାଙ୍ଗରି, ଭୁର୍କି, ଧୂକ୍ନା, ଖଟ ପିଢା, ଖଲେଇ, ଡଙ୍ଗା ଇତ୍ୟାଦି ନିର୍ମାଣ କରିଛନ୍ତି। ବାଉଁଶ ପାତିଆ ରେ, ବାଁଉଶ ଆଧାର ଉପରେଏହି କଳାକୃତି  ନିର୍ମିତ ହୋଇଅଛି ନୂଆପଡ଼ା ଜିଲ୍ଲା ର ଭୌଗଳିକ ଆକୃତି ମଡେଲ୍ ଉପରେ ନିର୍ମିତ ହୋଇଛି l ଏହି କଳାକୃତି କୁ କାରିଗର ମାନେ ଜିଲ୍ଲାପାଳଙ୍କୁ ବୋଡ଼େନ ବ୍ଲକ ର ଲର୍କା ପଞ୍ଚାୟତର ଖୋର୍ଲା ଗ୍ରାମରେ ଅନୁଷ୍ଠିିତ ହୋଇଥିବା ପରିବର୍ଦ୍ଧିତ ଜନ ଶୁଣାଣୀ ଶିବିର ତଥା ପ୍ରବାସୀ ଶ୍ରମିକ ସଚେତନତା ଶିବିରରେ ପ୍ରଦର୍ଶିତ କରିଥିଲେ । କଲାକୃତ ଦେଖିବାକୁ ଅତି ସୁନ୍ଦର ଦିଶୁଥିବା ଏହି ବାଉଁଶ କାରିଗରୀକୁ ଜିଲ୍ଲାପାଳ ମଧୁସୂଦନ ଦାଶ ଖୁବ୍ ପ୍ରସଂଶା କରି ଶିଳ୍ପୀ ମାନଙ୍କୁ ଉତ୍ସାହିତ କରିଛନ୍ତି l ସେମାନଙ୍କୁ ଆବଶ୍ୟକ ସୁଯୋଗ ତଥା ପ୍ରୋତ୍ସାହନ ଯୋଗାଇ ଦେବାପାଇଁ ଉପ ନିର୍ଦ୍ଦେଶକ ହସ୍ତଶିଳ୍ପ ପୁଷ୍ପ ରଞ୍ଜନ ସାହୁଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026

You Might Also Like