-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ଜମଗୁଡା ଠାରେ ମହାପୁରୁଷ ଅଚ୍ୟୁତାନନ୍ଦ ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ସପ୍ତମ ସାମ୍ବତ୍ସରିକ ନାମ ଯଜ୍ଞ ଉଦଯାପିତ

20-May-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଳକ ଜାମଗୁଡା ଠାରେ ଥିବା ଓଂ ଶ୍ରୀ ଶ୍ରୀ ମହାପୁରୁଷ ଅଚ୍ୟୁତାନନ୍ଦ ଦେବଙ୍କ ବିଜେ ସ୍ଥଳୀରେ ତିନି ଦିନ ଧରି ବିଶ୍ଵଶାନ୍ତି ମହାଯଜ୍ଞ ଆରମ୍ଭ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ପ୍ରଥମ ଦିନରେ  କଳସ ଯାତ୍ରା, ଯଜ୍ଞ ଆରମ୍ଭ, ଗୋ ପୂଜା, ସୂର୍ଯ୍ୟ ପୂଜା, ଅଗ୍ନି ପୂଜା, ଅଗ୍ନି ସ୍ଥାପନ, ରାସ ପରିବେଷଣ ଓ ପ୍ରବଚନ କରାଯାଇଥିଲା।ତିନିଦିନ ବ୍ୟାପି ଚାଲିଥିବା ଏହି କାର୍ଯ୍ୟକ୍ରମ ରେ ଆଜିଶେଷ ଦିନରେ ଗୋ ପୂଜା, ସୂର୍ଯ୍ୟ ପୂଜା, ଆହୁତି ପ୍ରଦାନ, ପୂର୍ଣ୍ଣାହୁତି, ଚରୁ ଅନ୍ନ ବଣ୍ଟନ,ରାସ ପରିବେଷଣ ପରେ ଯଜ୍ଞ ସମ୍ମନ ହେଲା। ଉକ୍ତ କାର୍ଯ୍ୟକ୍ରମ ବାବା ସଦଗୁରୁ ଦେବ ଅରକ୍ଷିତ ଓଝାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବେଶ୍ ସୁନ୍ଦର ଭାବେ ପରିଚାଳନା ରେ ଆଗେଇ ଚାଲିଥିଲା l ଉକ୍ତ ମନ୍ଦିର ପୂଜକ ଅମିତାଭ ପଣ୍ଡା ମନ୍ଦିର ପୂଜା କାର୍ଯ୍ୟ ସାରିବା ପରେ ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ଗ୍ରାମାଞ୍ଚଳରୁ ବହୁ ଶ୍ରଦ୍ଧାଳୁ ଭକ୍ତମାନଙ୍କ ଆଗମନ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ରାଧେଶ୍ୟାମ ଅଗ୍ରୱାଲ, ଭଗବାନ ବେହେରା, ରାଜେଶ ଅଗ୍ରୱାଲ,ରବି ଅଗ୍ରୱାଲ, ବିଜୟ କୁମାର ମେହେଟା, ନିରଞ୍ଜନ ଦାସ,ଅଭିମନ୍ୟୁ ନାୟକ, ତୋଳା ମଣି ସାହୁ, ସନ୍ତୋଷ ଦାସ, ରମା ସ୍ଵାଇଁ,ରାକେଶ ଦାସ,ସରୋଜ ଭୋଇ,ହରିଶ୍ଚନ୍ଦ୍ର ଜେନା, ତ୍ରିନାଥ ଲେଙ୍କା ପ୍ରମୂଖ ସହ ଅନେକ ଶ୍ରଦ୍ଧାଳୁ ଭକ୍ତ ବୃନ୍ଦ ଉପସ୍ଥିତ ଥିଲେ ସମସ୍ତ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହ ଏବଂ ଭକ୍ତିମୟ ପରିବେଶେ ସମ୍ମନ ହେଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like