-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ବିଭାଗ ଦ୍ୱାରା ଜଙ୍ଗଲ ବିଭାଗରର ପୂର୍ବତନ ଏକାଉଣ୍ଟେଣ୍ଟ ଦଣ୍ଡିତ

20-May-2025



ବଲାଙ୍ଗୀର,  ଗୋଟିଏ ଚାଷୀର ନିଜସ୍ୱ ଚାଷ ଜମିରେ ଥିବା ଗଛକୁ କଟାଇ ଏହାକୁ କରତକଳକୁ ନେବା ପାଇଁ ସରକାରୀ ଅନୁମୋଦନ କରାଇ ଦେବା ବାବଦକୁ ୨ଠ୧୯ ମସିହାରେ ଜଣେ ଲୋକଙ୍କ ଠାରୁ ୧ଠହଜାର ଟଙ୍କା ଲାଂଚ ନେଇଥିବା ଅଭିଯୋଗରେ ବଲାଙ୍ଗୀର ଜଙ୍ଗଲ ବିଭାଗର ପୂର୍ବତନ ଏକାଉଣ୍ଟେଣ୍ଡ ତଥା ଲିଜ୍ କ୍ଲାର୍କ କାଳିନ୍ଦୀ ଚରଣ ଭୂୟାଁ ଙ୍କ ନାମରେ ସମ୍ବଲପୁର ଭିଜିଲାନ୍ସ ବିଭାଗ ତରଫରୁ ମୁକଦ୍ଦମା ରୁଜୁ ହୋଇଥିଲା। ଶ୍ରୀ ଭୂୟାଁ ଙ୍କ ନାମରେ ସମ୍ବଲପୁର ଭିଜିଲାନ୍ସ କେଶ ନମ୍ବର ୧୬, ଦଫା ୭ ପ୍ରିଭେନସନ୍ ଅଫ୍ କରର୍ପସନ ଏକ୍ଟ୦୨୦୧୮ରେ ବଲାଙ୍ଗିର ଭିଜିଲାନ୍ସ କୋର୍ଟରେ କେଶ୍ ଚାଲିଥିଲା । ଓଡ଼ିଶା ଭିଜିଲାନ୍ସ ତରଫରୁ ଚାର୍ଜସିଟ୍ ଦାଖଲ ହେଲା ପରେ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ଶୁଣାଣି ଚାଲିଥିଲା ।  ତେବେ ଦୀର୍ଘ ୬ ବର୍ଷ ପରେ ଆଜି ମାନ୍ୟବର ବଲାଙ୍ଗୀର  ଭିଜିଲାନ୍ସ ଜଜ୍ ଏହି କେଶର ରାୟ ଶୁଣାଇଛନ୍ତି । ସମସ୍ତ ସାକ୍ଷୀ ଓ  ପ୍ରମାଣ କୁ ଭିତ୍ତି କରି ବଲାଙ୍ଗୀର ଜଙ୍ଗଲ ବିଭାଗର ଅବସରପ୍ରାପ୍ତ ଏକାଉଣ୍ଟେଣ୍ଡ କାଳିନ୍ଦୀ ଚରଣ ଭୂୟାଁ ଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷର ସଶ୍ରମ କାରାଦଣ୍ଡ ଓ ୧ଠହଜାର ଟଙ୍କା ଜରିମାନା ଘୋଷଣା କରିଛନ୍ତି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026

You Might Also Like