-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଏ ଏଚ୍ ଏସ୍ ଇ-୨୦୨୫ ଫଳାଫଳରେ ଜେ.ଏସ.ଏମ୍ କଲେଜ୍ କଳା ଓ ବାଣିଜ୍ୟର ଶତପ୍ରତିସତ ସଫଳତା

21-May-2025



ବଲାଙ୍ଗିର(ପ୍ରେରଣା ଖବର): ଏଏଚ୍ଏସ୍ ଇ- ୨୦୨୫ ଫଳାଫଳରେ ଜେ.ଏସ.ଏମ୍ କଲେଜ୍ କଳା ଓ ବାଣିଜ୍ୟର ଶତପ୍ରତିଶତ ସଫଳତା ହାସଲ |  
ବଲାଙ୍ଗିର ସ୍ଥିତ ଜେ.ଏସ.ଏମ୍ କଳା, ବିଜ୍ଞାନ ଓ ବାଣିଜ୍ୟ କଲେଜ ତାଙ୍କର ଅଧ୍ୟୟନ ଏବଂ କାର୍ଯ୍ୟକଳାପ ହେତୁ ବଲାଙ୍ଗିର ଜିଲ୍ଲାର ନମ୍ୱର ୧ କଲେଜ ଭାବରେ ଛିଡା ହୋଇଆସିଛି |  ପ୍ରତି ବର୍ଷ ପରି ଏହି ବର୍ଷ ମଧ୍ୟ କଲେଜର  ସମସ୍ତ ଛାତ୍ରଛାତ୍ରୀ ଉତ୍ତମ ନମ୍ୱର ରଖି +୨ କଳା ଓ ବାଣିଜ୍ୟ  AHSE 2025 ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି | 
କଲେଜର ବାଣିଜ୍ୟ ଷ୍ଟ୍ରିମରେ ମୋଟ ୪୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ  ୨୯ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀ ଅଧିକାର କରିଛନ୍ତି, ୧୫ ଜଣ ଛାତ୍ରଛାତ୍ରୀ ଦ୍ୱତୀୟ ଶ୍ରେଣୀ ଅଧିକାର କରିଛନ୍ତି ଓ ୩ ଜଣ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀ ଅଧିକାର କରିଛନ୍ତି l କଳା ଷ୍ଟ୍ରିମରେ ମୋଟ  ୪୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୮ ଜଣ  ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀ ଅଧିକାର କରିଛନ୍ତି, ୧୭ ଜଣ ଛାତ୍ରଛାତ୍ରୀ ଦ୍ୱତୀୟ ଶ୍ରେଣୀ ଅଧିକାର କରିଛନ୍ତି ଓ ୧୭ ଜଣ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀ ଅଧିକାର କରିଛନ୍ତି | କଳା ଷ୍ଟ୍ରିମରେ କୁମାରୀ ତାନିୟା ଗୋୱାନି ଓ ଶ୍ରୀ ସ୍ପନ୍ଦନ ଦର୍ଜି ବାଣିଜ୍ୟ ଷ୍ଟ୍ରିମରେ କଲେଜ ଟପର ହୋଇଛନ୍ତି | 
ଶିକ୍ଷକ ଶିକ୍ଷୟତ୍ରୀ ଓ ପିଲାମାନଙ୍କର ପରିଶ୍ରମର ଉତ୍ତମ ପଳାଫଳ ଆସିଥିବାରୁ  ପିଲାମାନଙ୍କର ପିତାମାତା ଅତି ଆନନ୍ଦିତ ଅଟନ୍ତି l ଏହି ଅବସରରେ କଲେଜେର ଚେୟାରମ୍ୟାନ୍ ସିଏ. ଶ୍ରିକାନ୍ତ ଶର୍ମା ଏବଂ ଅଧକ୍ଷ୍ୟା ଡ. ମନସ୍ମିତା ମିଶ୍ର ଖୁସି ପ୍ରକାଶ କରି ପିଲାମାନଙ୍କର ଉତ୍ତମ ଭବିଷ୍ୟତ ନିମନ୍ତେ ଶୁଭାକାମନା କରିଅଛନ୍ତି | ବିଗତ  ୯ ବର୍ଷ ସଫଳତା ଦେଖି  ଆଶା କରାଯାଏ ଆଗାମୀ ଦିନଗୁଡିକରେ ଏହି କଲେଜରୁ ଆନେକ ରାଜ୍ୟ ମାନ୍ୟତା ଛାତ୍ରଛାତ୍ରୀ  ବାହାରିବେ ଓ ବଲାଙ୍ଗିରର ଗୌରବ ଆଣିବେ | ଏହି ବର୍ଷ ବିଜ୍ଞାନ ଷ୍ଟ୍ରିମ ମଧ୍ୟ ଆରମ୍ଭ ହୋଇଥିବାରୁ ଆଗାମୀ ବର୍ଷ ତିନୋଟି ଷ୍ଟ୍ରିମରେ ମଧ୍ୟ ଶତପ୍ରତିଶତ ସଫଳତା ହାସଲର ଆଶା କରାଯାଏ  |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like