-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବଢୁଛି ଦୁର୍ଘଟଣା, ଟ୍ରାଫିକ୍ ସମସ୍ୟା

22-May-2025



ବରୀ (ରଞ୍ଜିତ ମହାନ୍ତି): ରାସ୍ତାକୁ ମାଡ଼ି ବସିଛନ୍ତି ଯୋଗୁ ଦୁର୍ଘଟଣା। ଟ୍ରାଫିକ୍ ଭିଡ଼ ଘଣ୍ଟା ଘଣ୍ଟା ଲାଗି ରହୁଛି । ବାରମ୍ବାର ଏହାକୁ ନେଇ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଉଛି। ମତ୍ର ସମସ୍ୟା ସୁଧାରିବାକୁ କେହି ଆ ଆଗ୍ରହ ଦେଖାଇନଥ ଅଭିଯୋଗ ହେଉଛି। ବରୀ ବଳାରରୁ ଦୀର୍ଘ ଦିନ ହେବ ଉଠା ଦୋଳନାଙ୍କୁ ଉଠଯାଇଛି। ଦଶା ଜଳବଜାରରେ କିଛି ବ୍ୟବସାୟୀ ଦ୍ବାରା ରାସ୍ତା ଜଡ଼କୁ ଲଗିଲ ବ୍ୟବସୟ କରୁଛନ୍ତି । ସାଧାରଣ ଖାଇଟି ଏହି ଦୋକାନରୁ ସାମଗ୍ରୀ କିଣିବା ବେଳେ ରାସ୍ତା ଉପରେ ଗାଡ଼ି ମଟର ରଖୁଛନ୍ତି। ଯେଉଁୟ ପାଇଁ ଟ୍ରଫିକ ସମସ୍ୟା ଦେଖାଦେଉଛି । ଭାରୀଯାନ
ଯାତାଯାତରେ ବଧା ଉପୁଜୁଛି। ଦୀର୍ଘ ସମୟ ଗାଡ଼ି ଛିଡ଼ା ହୋଇ ରହୁଛି । ଛୋଟବଡ଼ ଦୁର୍ଘଟଣା
ପ୍ରତ୍ୟେକ ଦିନ ଛଳ ଠାରେ ଦିନ ଘଟୁଥିବା ନଜିର ରହିଛି। ସେହିପରି ବାଲିଆପାଳସ୍ଥିତ ସନ୍ଥନ ମଧ୍ୟ ସବୁ ବେଳେ ଟ୍ରାଫିକ ସମସ୍ୟା
ଦେଖଯାଉଛି । ଉସ୍ତର ଉଭୟ କଡ଼ରେ ବୋଆଇନ ଦୋକାନ ଖୋଲିଥିବାରୁ ଭାରାପ ଯାଚାଗତରେ
ଲାଗିଛି। ଏହି ଗାଗାଟି ବରୀ-କଳାମାଟିଆର ମୁଖ୍ୟରାସ୍ତା ହୋଇଥିବାରୁ ହଜାର ହଜାର ଗାଡ଼ି ମଟର ପ୍ରତ୍ୟେକ ଦିନ ଯତୟାତ କରୁଛନ୍ତି। ଛାତ୍ରଛାତ୍ରୀ କଲେଜ, ସ୍କୁଲକୁ ଯାଇଥାନ୍ତି। ଛୋଟ ଛୋଟ ପିଲାଙ୍କ ପାଇଁ ମଧ୍ୟ ଏହି ରାସ୍ତାଟି ବିପଦ ସାଳିଛି । ଦୋକାନୀଙ୍କ ଏଭଳି ଜବରଦଖଲ ଦୂରା ଗ୍ରାଫିକ ସମସ୍ୟା ବଢୁଛି। ଏହି ଜବରଦଖଲ ପାଇଁ ବିଗତ ଦିନରେ ଜଣେ ବ୍ୟକ୍ତି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ରାସ୍ତାକୁ ଜବରଦଖଲ ମୁଳ କରିବା ସହ ସମ୍ପ୍ରସାରଣ କରିବାକୁ ପଥଚାରୀ ଓ ଅଞ୍ଚଳବାସୀ ଦାବି କରିଛନ୍ତି । ନଚେତ୍ ଦୁର୍ଘଟଣା ଦିନକୁ ଦିନ ବଢ଼ିବା ସହ ଲୋକଙ୍କ ଧନଜୀବନ ହାନୀ ଘଟିବ। ତୁରନ୍ତ ସ୍ଥାନୀୟ ତହସିଲଦାର ଏଥିପ୍ରତି ଦୃଷ୍ଟିଦେବାକୁ ଦାବି ହୋଇଛି।
ସମସ୍ୟା ହେଉ ହଉଛି। ଏ ଦିଗରେ ପ୍ରଶାସନ ମଧ୍ୟ କୌଣସି ପଦକ୍ଷେପ ନେଇନଥିବାରୁ ଦିନକୁ ଦିନ ରାସ୍ତା ଉପରେ ଜବରଦଖଲ ବଢ଼ିବାରେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା