-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ ନିରାକରଣ ନିମନ୍ତେ "ଶିଶୁ ପାଇଁ ଦିନଟିଏ " ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

22-May-2025



ରାୟଗଡ/କୋଲନାରା(ସୁପ୍ରିୟା ଷଡଙ୍ଗୀ): ରାୟଗଡ ବ୍ଲକ ଓ କୋଲନାରା ବ୍ଲକ ସମିଳନୀ କକ୍ଷରେ   ବାଲ୍ୟବିବାହ ନିବାରଣ ନିମନ୍ତେ ବ୍ଲକ ପ୍ରସଶାସନ ତରଫରୁ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି l ଅଳ୍ପ ବୟସରେ କିଶରୀ ବାଳିକା ମାନେ ଭଲପାଇ ମାତେତ୍ୱ ଲାଭ କରୁଛନ୍ତି ଓ କମ ବୟସରେ ବାହାଘର କରିଦେଉଥିବାର ଦେଖିବାକୁ ମିଳୁଥିବାରୁ ଏହାକୁ ରୋକିବା ପାଇଁ ବିଭିନ୍ନ ଗୋଷ୍ଠୀକୁ ସଚେତନତା

କରାଯାଇଥିଲା l ସେଥିପାଇଁ ବ୍ଲକ ପ୍ରଶାସନ ର ଶିଶୁ ବିକାଶ ବିଭାଗ  ଅନ୍ତର୍ଗତ  ଶିଶୁ ସୁରକ୍ଷା ୟୁନିଟ ଅଭିନଵ ପଦକ୍ଷେପ ସଦୃଶ ସଚେତନତା କାର୍ଯ୍ୟକ୍ରମ ଆଜ ୨୨/୦୫/୨୫ତାରିଖରେ ରାୟଗଡ଼ ବ୍ଲକ, ପୌର ପରିଷଦ ଓ କୋଳାନାରା ବ୍ଲକରେ ଅନୁଷ୍ଠିତ ଗୋଇଥିଲା l
ଏହି କାର୍ଯ୍ୟକ୍ରମରେ ସମସ୍ତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟକ୍ଷା,ଛାତ୍ରୀନିବାସର ମେଟ୍ରୋନ, ସମସ୍ତ ପଂଚାୟତ ଅଧିକାରୀ, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱାସ୍ଥ୍ୟ କର୍ମୀ,ଜାତି କୂଳ ସମାଜ କର୍ମକର୍ତ୍ତl,ଧାର୍ମିକ ସଂଘାଠନର କର୍ମର୍ତ୍ତା, ପଂଚାୟତରାଜ ସଦସ୍ୟ, ଟେଣ୍ଟ ହlଉସ ମାଲିକ ଆଦିକୁ ସଚେତନତା କରାଯାଇଥିଲା l
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜି କଲ୍ୟାଣ ଅଧିକାରୀ, ଶ୍ରମତୀ ମିନତି ଦେଓ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ବସନ୍ତ କୁମାର ପ୍ରଧାନ,  ଜିଲ୍ଲା ମହିଳା ସୁରକ୍ଷା ଅଧିକାରୀ ପ୍ରତିମା ରାଣୀ ଦାଶ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କାଳୁଚରଣ ନାୟକ, ଶିଶୁ ବିକାଶ ଅଧିକାରୀ, ମିନାକ୍ଷୀ ଦାଶ, ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁନୀଲ କୁମାର ମହାପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଆଇନ ପରାମର୍ଶ ଦାତ୍ତା ନିରାକାର ପାଢ଼ୀ, ଟାଉନ ଥାନାର ଉପ ନିରୀକ୍ଷକ ଆଦି ଯୋଗଦାନ କରି

ବାଲ୍ୟବିବାହ ବିରୋଧ ସମ୍ପର୍କରେ ସଚେତନତା କରିଥିଲେ l ବରିଷ୍ଠ ଶିକ୍ଷକ ନୀଳାଚଳ ମିଶ୍ର ମଞ୍ଚ ପରିଚାଳନା କରିଥିଲେ l 
    ସେହିପରି କୋଲନରଲ ବ୍ଲକ କାର୍ଯ୍ୟକ୍ରମରେ ମଧ୍ୟ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ରୀନା ପ୍ରଧାନ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ଶିଶୁ ବିକାଶ ଅଧିକାରୀ ବିଜୟାଲକ୍ଷ୍ମୀ ନିଶାଙ୍କ ଓ ଅନ୍ୟାନ୍ୟ ସଂସlଧକ ମାନେ ଯୋଗଦାନ କରି ସଚେତନତା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like