-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଅମ୍ବାଭୋନା ଠାରେ ଅପରେସନ ସିନ୍ଦୁର ର ସଫଳତା କୁ ନେଇ ତ୍ରିରଙ୍ଗା ଶୋଭା ଯାତ୍ରା

22-May-2025



ଅମ୍ବାଭୋନା  (ପ୍ରକାଶ ଚନ୍ଦ୍ର ରଥ )ବରଗଡ ଜିଲ୍ଲା ଅମ୍ବାଭୋନା କେଦାରନାଥ ମନ୍ଦିର ଠାରୁ ପ୍ରକାଶପୁର ସ୍ଥିତ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ତ୍ରିରଙ୍ଗା ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଅପରେସନ ସିନ୍ଦୁର ର ସଫଳତା ଓ ଭାରତୀୟ ସେନା ବାହିନୀ ର ଦକ୍ଷତା କୁ ସମ୍ମାନ ଜଣାଇ ଆଜି ସନ୍ଧ୍ୟା ୬ ଟା ସମୟ ରେ ଅମ୍ବାଭୋନା କେଦାରନାଥ ମନ୍ଦୀର ରେ ପୂଜାର୍ଚ୍ଚନା କରି ବିରାଟ ମୋଟରସାଇକେଲ ଦ୍ୱାରା ତ୍ରିରଙ୍ଗା ଶୋଭା ଯାତ୍ରା କରାଯାଇଥିଲା। ଏହି ଶୋଭାଯାତ୍ରା ରେ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ, ବରଗଡ ଜିଲ୍ଲା ବିଜେପି ସଭାପତି ଡ. ଅରୂପା ସାହୁ ସାମିଲ ହୋଇ ଜାତୀୟ ପତାକା ଦେଖାଇ ଶୋଭାଯାତ୍ରା ର ଶୁଭ ଉଦଘାଟନ କରିଥିଲେ। ମାନ୍ୟବର ସାଂସଦ ପ୍ରଦୀପ ପୁରୋହିତ ପରାକ୍ରମ ର ଏହି ଶୋଭାଯାତ୍ରା କୁ ଦେଶର ସୀମାନ୍ତ ରେ ଲଢ଼ୁଥିବା ଜାଗ୍ରତ ପ୍ରହରୀ ଭାରତୀୟ ସେନା ଙ୍କ ଉଦ୍ଦେଶ୍ୟ ରେ ଉତ୍ସର୍ଗୀକୃତ ବୋଲି କହିଥିଲେ। ଦେଶ ଭକ୍ତି ର ଭାବନା ରେ ଉଦବୁଦ୍ଧ ହୋଇ ପ୍ରତ୍ୟେକ ଜନ ସାଧାରଣ ଙ୍କୁ ଏଥିରେ ଭାଗ ନେବା ପାଇଁ ସେ ଉତ୍ସାହିତ କରିଥିଲେ। ଭାରତୀୟ ସେନା ର ଅଦମ୍ୟ ସାହସ କୁ ସମ୍ମାନ ଜଣାଇ ଆୟୋଜିତ ଏହି ତ୍ରିରଙ୍ଗା ଶୋଭାଯାତ୍ରା ରେ ଅମ୍ବାଭୋନା ବ୍ଲକ ର  ଅବସର ପ୍ରାପ୍ତ ସେନା ସମ୍ବଲପୁରୀ ଗ୍ରାମ ର ଶ୍ରୀ ଉପେନ୍ଦ୍ର ପୋଢ଼,ଅମ୍ବାଭୋନା ଗ୍ରାମର କିଶୋର ପୁରୋହିତ, ଭୁକ୍ତା ଗ୍ରାମ ର ସ୍ୱାଧୀନ ସାହୁ, ଖଇରପାଲି ଗ୍ରାମ ର ଦିଲ୍ଲୀପ ନାଏକ ଓ ଗଂଗେଇ ଗ୍ରାମ ର କାର୍ଯ୍ୟ ରତ ସେନା ବୀରେନ୍ଦ୍ର ଦୁଆନ ଙ୍କୁ ଶ୍ରୀଯୁକ୍ତ ପୁରୋହିତ ପୁଷ୍ପ ମାଲ୍ୟ, ଉପଢୌକନ ଦେଇ ସମ୍ମାନୀତ କରିଥିଲେ। ଏହି ଶୋଭା ଯାତ୍ରା ରେ ସବୁ ବର୍ଗ ର ନାଗରିକ ଙ୍କ ସହ ପ୍ରଶାସନିକ ଅଧିକାରୀ ଅମ୍ବାଭୋନା ତହସିଲଦାର ରଘୁନାଥ ପାଣିଗ୍ରାହୀ,ଅମ୍ବାଭୋନା ପୋଲିସ ବାହିନୀ, ଅବସର ପ୍ରାପ୍ତ ସେନା ଙ୍କ ସମେତବରିଷ୍ଠ ବିଜେପି କର୍ମି, ଅମ୍ବାଭୋନା ଅଞ୍ଚଳ ର ବିଜେପି କର୍ମି ଗୁନାରୁ ପଧାନ, ଯୋଗୀନ୍ଦ୍ର ମିଶ୍ର ଏବଂ ବହୁ ସଂଖ୍ୟା ରେ ଜନସାଧାରଣ ସାମିଲ ହୋଇ ହାତରେ ତ୍ରିରଙ୍ଗା ଧରି ଅମ୍ବାଭୋନା ରୁ ପ୍ରକାଶପୁର ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ହିନ୍ଦୁସ୍ତାନ ଜିନ୍ଦାବାଦ, ଭାରତ ମାତା କି ଜୟ, ଜୟ ଯବାନ ଜୟ କିଷାନ ଧ୍ୱନି ରେ ଜୟ ଜୟ କରି ଶୋଭାଯାତ୍ରା ରେ ବାହାରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like