-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଓଡିଶା ରାଜ୍ୟ ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ନୂଆପଡ଼ା ଗସ୍ତ ଏବଂ ସମୀକ୍ଷା ବୈଠକ

22-May-2025



ନୂଆପଡ଼ା(ପରମେଶ୍ଵର ମେହେର): ମାନ୍ୟବର ଓଡିଶା ରାଜ୍ୟ ଖାଦ୍ୟ କମିଶନ ଅଧ୍ୟକ୍ଷ ଅବନି କାନ୍ତ ସାହୁ ନୂଆପଡ଼ା ଜିଲ୍ଳା ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସରେ  ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ l ଏଥିରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଳା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ l ଜିଲ୍ଲପାଳ ମାନ୍ୟବର କମିଶନଙ୍କୁ ସ୍ଵାଗତ କରି ଖାଦ୍ୟ ବଣ୍ଟନ ପ୍ରକ୍ରିୟାରେ ଜିଲ୍ଲାର ସ୍ଥିତି ସମ୍ପର୍କରେ ଅବଗତ କରାଇଥିଲେ l ଜିଲ୍ଳା ଦାଦନ ଶ୍ରମିକ ପ୍ରବଣ ହୋଇଥିବାରୁ ସେମାନଙ୍କ କଲ୍ଯାଣ ପାଇଁ ନିଆ ଯାଉଥିବା ବିଭିନ୍ନ ଉନ୍ନତି ମୂଳକ ପଦକ୍ଷେପ ସମ୍ବନ୍ଧରେ ଜଣାଇଥିଲେ l
ଜିଲ୍ଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ ସୂଚନା ଦେଲେ ଯେ ନୂଆପଡ଼ା ଜିଲ୍ଲାର ୧୩୧ ଟି ଗ୍ରାମ ପଞ୍ଚାୟତ ରେ ୧୪୧ ଟି ଖାଉଟି ସାମଗ୍ରୀ ଯୋଗାଣ କେନ୍ଦ୍ର ଚାଲିଛି l ଏଥିରୁ ୧୧୩ଟି ପଞ୍ଚାୟତ ଦ୍ଵାରା ଏବଂ ୨୮ ଟି ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ଵାରା ପରିଚାଳିତ ହେଉଛି l ଜିଲ୍ଲାରେ ୧୭୮୩୮୮ ଟି ପରିବାରର ୫୬୦୦୨୪  ଜଣଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯାଇଛି l ୫୦୯୭ପ୍ରବାସୀ ଶ୍ରମିକ ପରିବାରର 5428 ଜଣ ଏଥିରେ ଅନ୍ତର୍ଭୁକ୍ତ l ଜିଲ୍ଲାର ୯୧ ପ୍ରତିଶତ ଖାଉଟିଙ୍କର ଇ କେ ୱା ଇ ସି ଭେରିଫିକେସନ୍ ସରିଛି l ଜିଲ୍ଳା ରେ ରବି ରୁତୁ ପାଇଁ ଧାନ ସଂଗ୍ରହ ଆରମ୍ଭ ହୋଇ ଯାଇଛି l ସମୀକ୍ଷା ରୁ ଜଣାଯାଇଛି ଯେ ଜିଲ୍ଳା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଜିଲ୍ଲାର ୩ ଟି ଅନୁଷ୍ଠାନରେ ପ୍ରତିଦିନ ୧୧୫ଜଣ ଅନ୍ତେବାସୀ ଙ୍କୁ ଦୁଇଥର ରନ୍ଧା ଖାଦ୍ୟ ଦିଆଯାଉଛିl  ସେହିପରି ଜିଲ୍ଲା ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ୪୭ ଟି ସ୍କୁଲ ର ୨୦୧ଟି ହଷ୍ଟେଲର ଛାତ୍ରଛାତ୍ରୀମାନଙ୍କୁ ସବୁଦିନ ରନ୍ଧା ଖାଦ୍ୟ ଦିଆଯାଉଛି l ଜିଲ୍ଳା ଶିକ୍ଷା ବିଭାଗ ଦ୍ଵାରା ପରିଚାଳିତ 909 ଟି ପ୍ରାଇମେରୀ ଓ ୟୁ ପି ସ୍କୁଲ୍ ର ୯୦୬୦୯  ଜଣ ଛାତ୍ରଛାତ୍ରୀ ଓ ୧୫୪ ଟି ହାଇସ୍କୁଲ ର ୧୭୨୮୭ ଜଣ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇ ଦିଆଯାଉଛି l ମାନ୍ୟବର କମିଶନ କହିଲେ ଯେ ନୂଆପଡ଼ା ଏକ ଅନୁସୂଚିତ ଜାତି ଓ ଜନଜାତି ଅଧ୍ୟୁଷିତ ଜିଲ୍ଲା ହୋଇ ଥିବାରୁ ଏଠାକାର ଜନସାଧାରଣ ଏବଂ ବିଶେଷ କରି ଛାତ୍ରଛାତ୍ରୀମାନଙ୍କୁ ସମସ୍ତ ଖାଦ୍ୟ ସମାଗ୍ରୀ ଠିକ୍ ସମୟରେ ସଠିକ ପରିମାଣରେ ଯୋଗାଣ ବିଭାଗ ତଥା ସମ୍ପୃକ୍ତ ବିଭାଗ ମାଧ୍ୟମରେ ଯୋଗାଇଦେବେ l ଏହି ସମୀକ୍ଷା ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ଉମାକାନ୍ତ ମେହେର, ସମସ୍ତ ବି ଡି ଓ, ସମସ୍ତ ବିଜ୍ଞାପିତ ଅଞ୍ଚଳ ପରିଷଦ ର କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ଶିକ୍ଷାଧିକାରୀ କରୁଣାକର ଭୂଏ,  ଜିଲ୍ଳା ସାମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର,  ଜିଲ୍ଳା ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇ, ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ଅନନ୍ତ ହେମ୍ବ୍ରମ, ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ  ଏବଂ ଯୋଗାଣ ବିଭାଗର ଅଧିକାରୀଗଣ ଯୋଗ ଦେଇଥିଲେ l ଶେଷରେ ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ l

ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like