-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କବିରତ୍ନ ଗୋପିକୃଷ୍ଣ ପଣ୍ଡିଆ ପାଇଲେ ସମ୍ମାନ ଜନକ ଡକ୍ଟରେଟ ସମ୍ମାନ

23-May-2025



ବଲାଙ୍ଗିର(ପ୍ରେରଣା ଖବର): ଆମେରିକାନ ମେରିଟ କାଉନସିଲ ତଥା ୱାଲଡ ଚାରିଟି ୱେଲଫେୟାର ଫାଉଣ୍ଡେସନ ଦ୍ବାରା  ଜୟଦେବ ଭବନ ଭୁବନେଶ୍ବରରେ ଏକ ଆଡମ୍ବରପୁର୍ଣ୍ଣ ପୁରସ୍କାର ବିତରଣ ସମାରୋହର ଅନୁଷ୍ଠିତ ହେlଇଥିଲା l ସେଥିରେ ଟେଲିକମ ବିଭାଗର ଅବସରପ୍ରାପ୍ତ କର୍ମଚାରୀ କବିରତ୍ନ ଗୋପିକୃଷ୍ଣ ପଣ୍ଡିଆ ବଲାଙ୍ଗିରଙ୍କୁ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନସୂଚକ ଡକ୍ଟରେଟ ସମ୍ମାନରେ ସମ୍ମାନୀତ କରିଛନ୍ତି।  ସେ ପୁର୍ବରୁ ଅନେକ ସମ୍ମାନ ପାଇବାର ଗୌରବ ଲାଭ କରିଥିଲେ ।ତା ମଧ୍ୟରୁ କବିରତ୍ନ ସମ୍ମାନ ଅନ୍ୟତମ  l ଏହା ପୂର୍ବରୁ ପାଇଥିବା ସମ୍ମାନ ଗୁଡିକ ହେଲା ମହାତ୍ମା ଗାନ୍ଧି ରାଷ୍ଟ୍ରୀୟ ପୁରସ୍କାର, ରବିନ୍ଦ୍ର ରତ୍ନ ପୁରସ୍କାର,  ଜ୍ଞାନ ପ୍ରକାଶ ପୁରସ୍କାର , ଶ୍ରେଷ୍ଠ ସଂଙ୍ଗଠକ ସମ୍ମାନ, ପ୍ରଜ୍ଞାପ୍ରାଣ ସମ୍ମାନ, ବିଶ୍ବକର୍ମା ସମ୍ମାନ, 
ସାରସ୍ବତ ସମ୍ମାନ ,ରାଜ୍ୟସ୍ତରୀୟ ବସୁମତୀ ମାଆ ସମ୍ମାନ,  ସାହିତ୍ୟ ଗୌରବ ସମ୍ମାନ । ଶ୍ରୀ ପଣ୍ଡିଆ ପ୍ରାୟ ଅର୍ଦ୍ଧ ଶତକ  ସାହିତ୍ୟ ଅନୁଷ୍ଠାନ ସହ ଜଡିତ ହୋଇ ୧୫୦ରୁ ଉର୍ଦ୍ଧ୍ବ ଅନୁଷ୍ଠାନରୁ ପ୍ରଶଂସା ପତ୍ର ଓ ସମ୍ମାନ ପ୍ରାପ୍ତ ହୋଇଛନ୍ତି l ଅନେକ ପୁସ୍ତକ ମୁଦ୍ରିତ ମଧ୍ୟରୁ ଏକାଦଶୀ ଅର୍ଘ୍ୟ ପ୍ରଥମ, ଏକାଦଶୀ ଅର୍ଘ୍ୟ ନୂତନ ସଂସ୍କରଣ ଚୁଟକୁ ଚୁଟା, କହେଲେ କହେବ କହୁଛେ ଅନ୍ୟତମ । ସେ ଓଡିଆ ତଥା କୋଶଲି ଭାଷାରେ କବିତା ପ୍ରବନ୍ଧ ଭଜନ ଆଳତି ପୁଷ୍ପାଞ୍ଜଳି ସମାଜଧର୍ମୀ କବିତା ଗୀତ ତଥା ଏକପଦୀରେ ଲେଖନି  ଚାଳନା କରିପାରନ୍ତି । ତାଙ୍କର ଲେଖାରୁ କଂସବଧ ର ଗୀତ  ୨୦୧୭/୧୮ ବଲାଙ୍ଗିର ଲୋକ ମହୋତ୍ସବରେ ଅଭିନୀତ ଓ ପ୍ରଥମ ପୁରସ୍କାର ପାପ୍ତ ହୋଇଥିଲା ।  ଶ୍ରୀ ପଣ୍ଡିଆ ସମ୍ମାନୀତ ଖବର ପ୍ରଚାରିତ ହେବା ପରେ ଶ୍ରୀ ପଣ୍ଡିଆଙ୍କୁ ତାଙ୍କ ବନ୍ଧୁ ଓ ପରିଜନଙ୍କ ଠାରୁ ଶୁଭେଚ୍ଛାର ସୁଅ ଛୁଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like