-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଶତାୟୁ ୰ଧୋବେଇ ଚରଣ ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

23-May-2025



ତୁଷୁରା/ଦେଓଗାଁ(ପଞ୍ଚାନନ ନାଏକ): ବଲାଙ୍ଗିର ଜିଲ୍ଲାର ଦେଓଗାଁ ବ୍ଲକ ଅର୍ନ୍ତଗତ ଗୁଡଖାପଲା ର ଶତାୟୁ ୰ଧୋବେଇ ଚରଣ ଦାଶଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଏକ ଶ୍ରଦ୍ଧାଞ୍ଜଳି ସଭା ବିଶିଷ୍ଟ କବି ତଥା ଶିକ୍ଷାବିତ ଡ.ଶ୍ଯାମ ସୁନ୍ଦର ପ୍ରଧାନଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମ ପ୍ରାରମ୍ଭରେ କର୍ତ୍ତା ଖୁସିରାମ ଦାଶ ଦୀପ ପ୍ରଜ୍ବଳନ କଲାପରେ ପରିବାରର ସମସ୍ତ ସଦସ୍ୟ ସଦସ୍ୟା, ଉପସ୍ଥିତ କବି, କବୟିତ୍ରୀ, କଳାକାର, ବନ୍ଧୁ ପରିଜନ ତଥା ଗ୍ରାମବାସୀମାନେ ୰ଧୋବେଇ ଚରଣ ଦାଶଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଥିଲେ। ପଣ୍ତିତ ପ୍ରଦୀପ କୁମାର ତ୍ରିପାଠୀ ଗୀତାପାଠ କରିଥିବା ବେଳେ ପରିବାରର ବରିଷ୍ଠ ସଦସ୍ୟ ତଥା ପୂର୍ବତନ ସରପଞ୍ଚ ପ୍ରଫୁଲ୍ଲ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଆଶୁକବି ଡ. ହେମନ୍ତ କୁମାର ଦାଶ, ବରିଷ୍ଠ କବି ବରୁଣ ସାହୁ, ସନ୍ତୋଷ କୁମାର ବେହେରା, ଭକ୍ତ ବନ୍ଧୁ ସାହୁ, ଚୁଟୁ ନାଗ, ଅବନୀ ସାହୁ, ଦେବେନ୍ଦ୍ର ଭୋଇ, ଲିପୁନ ସାହୁ, କନକଲତା ପଣ୍ଡା , ଶୁଭେନ୍ଦୁ ପ୍ରସାଦ ଷାଣ୍ଢ ପ୍ରମୁଖ ଦିବଂଗତ ଆତ୍ମା ଉଦ୍ଦେଶ୍ୟରେ କବିତା ପାଠ କରିଥିଲେ। ବିଶିଷ୍ଟ କଣ୍ଠଶିଳ୍ପୀ ସୁଧାକର ପ୍ରଧାନ ଓ ବବିତା ନାୟକ ଭଜନ ପରିବେଷଣ କରି ଥିଲେ। ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବା ପ୍ରମୁଖ ବ୍ଯକ୍ତି ମଧ୍ୟରେ ଯୁଗଳ କିଶୋର ଦାଶ, ସାଧୁରାମ ଦାଶ, ରାଜେନ୍ଦ୍ର ଦାଶ, ସୁଶାନ୍ତ ଦାଶ, ଦୁର୍ଲ୍ଲଭ ଦାଶ, ପାଲେଶ୍ଵର ବାଗ, ଯୁଧିଷ୍ଠିର ତ୍ରିପାଠୀ, ଉଦ୍ଧବ ପାଣି, ଭକ୍ତ ରଞ୍ଜନ ଭୋଇ, ରାଧା ରମଣ କେଡିଆ, ଜବର ସିଂ ବନଛୋର, ସୁରେଶ ଚନ୍ଦ୍ର ପ୍ରଧାନ, ଜନାର୍ଦ୍ଦନ ମିଶ୍ର, କହ୍ନେଇ ଚରଣ ସାହୁ,ହରିହର ମିଶ୍ର, ରୀନାରାଣୀ ଦାଶ, ବିନ୍ଦୁ ମାହାଣା ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like