-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

23-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆଗାମୀ ବର୍ଷା ଋତୁରେ ବନ୍ୟା, ବାତ୍ୟା ଭଳି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା କରିବା ସହ ଶୂନ୍ୟ ମୃତ୍ୟୁ ସୁନିଶ୍ଚିତ କରିବା ପାଇଁ  ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଛି I ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ବିଧାୟକ ଶ୍ରୀ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପଦମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା, ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ମାନିନୀ ଭୋଇ, ପୌରା ଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ, ପଦମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୃଣାଲ ମୋତିରାମ ଚୌହାନ, ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର, ଜିଲ୍ଲା ସ୍ତରୀୟ ଅଧିକାରୀ, ଅଗ୍ନିଶମ,ଓଡ୍ରାଫ, ଜଙ୍ଗଲ ଓ ପରିବେଶ ଭିଭାଗ ଅଧିକାରୀ, ସମସ୍ତ  ବିଡ଼ିଓ , ତହସିଲଦାର ଏବଂ କାର୍ଯ୍ୟନିର୍ବାହୀ  ଅଧିକାରୀ ଉପସ୍ଥିତ ଥିଲେ I 
ବୈଠକରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ବିଭାଗୀୟ ଅଧିକାରୀ ତଥା କ୍ଷେତ୍ର କର୍ମଚାରୀ ମାନେ ସଜାଗ ରହିବା, ଜିଲ୍ଲାର ବନ୍ୟା ପ୍ରବଣ ଅଞ୍ଚଳ ତଥା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ କରି ପ୍ରସ୍ତୁତ ରଖିବା ଏବଂ ପାଣି ଜମିରହୁଥିବା ସ୍ଥାନ ଗୁଡିକୁ ଚିହ୍ନଟ କରି ଯଥାଶୀଘ୍ର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ,ବର୍ଷା ପୂର୍ବରୁ ସମସ୍ତ ନାଲା ଗୁଡିକୁ ସଫା କରିବା, ସୁବ୍ୟବସ୍ଥିତ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସହ ନିୟମିତ ସମୟ ବ୍ୟବଧାନରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦି କୁ ବିଶୁଦ୍ଧକରଣ କରିବା, ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରିବା, ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ସାପ କାମୁଡା ଇଂଜେକସନ ଉପଲବ୍ଧ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 
ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବା, ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଚୂଡା ,ଚାଉଳ ,କିରୋସିନୀ ,ଦିଆସିଲି ,ମହମବତୀ ଇତ୍ୟାଦି ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ କରି ରଖିବା ,ଗ୍ରାମାଞ୍ଚଳ ଓ ସହରାଞ୍ଚଳ ରେ ବିଶୁଦ୍ଧ ପାନୀୟଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥା କୁ ସୁନିଶ୍ଚିତ କରିବା ,ପୌର ପରିଷଦ ଏବଂ ଏନଏସି ଅନ୍ତର୍ଗତ ସମସ୍ତ ୱାର୍ଡ ,ବସ୍ତି ରେ ଥିବା ନାଳ ଗୁଡିକୁ ଯଥାଶୀଘ୍ର ସଫେଇ କରିବାକୁ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେବା ସହ ସମ୍ଭାବ୍ୟ ବନ୍ୟା ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା ସହ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ଔଷଧ ରଖିବା ଓ ଟୀକାକରଣ କରିବାକୁ ସିଡିଭିଓଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 
ଵିଭଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟ ରଖି ସମସ୍ତ କାର୍ଯ୍ୟ କରିବା ପାଇଁ  ଉପସ୍ଥିତ ସମସ୍ତ ଲୋକ ପ୍ରତିନିଧି ନିର୍ଦେଶ ଦେବା ସହ ଜିଲ୍ଲାରେ ପାନୀୟ ଜଳ ଯୋଗାଣ, ପ୍ରଚୁର ପରିମାଣର ଖାଦ୍ୟ, ଔଷଧ, ଓଆରଏସ ମହଜୁଦ ରଖି ଜରୁରୀ କାଳୀନ ପରିସ୍ଥିତିର ମୁକାବିଲା କରିବା ପାଇଁ କହିଥିଲେ ।
ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହାପାତ୍ର ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ, ବନ୍ୟା ଓ ବାତ୍ୟା ର ମୁକାବିଲା ନିମନ୍ତେ ଜିଲ୍ଲାରେ ପ୍ରାକ ପ୍ରସ୍ତୁତି ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ବୈଠକରେ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ ଏବଂ ଜିଲ୍ଲା କାର୍ଯ୍ୟାଳୟ ,ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ,ସମସ୍ତ ବ୍ଲକ ,ତହସିଲ ଓ ଜରୁରୀ ସେବା ଯୋଗାଉଥିବା ସମସ୍ତ କାର୍ଯ୍ୟାଳୟ ଗୁଡିକରେ ଖୋଲାଯାଇଥିବା କଣ୍ଟ୍ରୋଲ ରୁମ ଗୁଡିକୁ ସଠିକ ଭାବେ ପରିଚାଳନା କରିବା ପାଇଁ ନିର୍ଦେଶ ଦେଇଥିଲେ I ଏତଦବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ,ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like