-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଆୟ-ବ୍ୟୟ ଆଲୋଚନା ସହ ଧନୁଯାତ୍ରା ଫିଲ୍ମ ଓ କଫି ଟେବୁଲ ବୁକ୍ ହେଲା ଉନ୍ମୋଚନ

23-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବରଗଡ଼ ଧନୁଯାତ୍ରା ମହୋତ୍ସବର ସାଧାରଣ ଓ କାର୍ଯ୍ୟନିର୍ବାହୀ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଛି। ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ-୨୦୨୫ର ଭବ୍ୟ ସଫଳତା ପରେ ଆୟ-ବ୍ୟୟ ବିଷୟରେ ବିସ୍ତୃତ ଆଲୋଚନା  ନିମନ୍ତେ ଆୟୋଜିତ ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଙ୍କ ସମେତ ବରଗଡ଼ ବିଧାୟକ ଶ୍ରୀ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପଦମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା, ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ମାନିନୀ ଭୋଇ, ପୌରାଧକ୍ଷା ଶ୍ରୀମତୀ କଳ୍ପନା ମାଝୀ, ପଦମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୃଣାଲ ମୋତିରାମ ଚୌହାନ, ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର ଏବଂ ଶ୍ରୀମତୀ ମଧୁଛନ୍ଦା ସାହୁ, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ଶ୍ରୀ ସୁରେଶ୍ୱର ଶତପଥୀ, ଜିଲ୍ଲା ସ୍ତରୀୟ ଅଧିକାରୀ ତଥା କମିଟିର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଉପସ୍ଥିତ ସମସ୍ତ ଅତିଥି ତଥା ଲୋକ ପ୍ରତିନିଧି ଧନୁଯାତ୍ରାର ଅଭୂତପୂର୍ବ ସଫଳତାକୁ ସ୍ୱୀକାର କରି ଆୟୋଜକ କମିଟିର ସଦସ୍ୟଙ୍କୁ ଅଭିନନ୍ଦନ ଜଣାଇଥିଲେ। ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ଶ୍ରୀ ସୁରେଶ୍ୱର ଶତପଥୀ ବରଗଡ଼ ଧନୁଯାତ୍ରା ମହୋତ୍ସବ-୨୦୨୫ ସମ୍ବନ୍ଧୀୟ ଆର୍ଥିକ ବିବରଣୀ ତଥା ଆୟ-ବ୍ୟୟ ବିଷୟରେ  ସ୍ପଷ୍ଟ ଭାବେ  ଉପସ୍ଥାପନା କରିବା ପରେ ସମସ୍ତଙ୍କ ମଧ୍ୟରେ ଏହା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା।  ଏହାପରେ ମଂଚାସୀନ ଅତିଥିଙ୍କ ଦ୍ୱାରା ଧନୁଯାତ୍ରା ଉପରେ ନିର୍ମିତ ଡକ୍ୟୁମେଣ୍ଟାରୀ ଫିଲ୍ମ ଓ ଏକ ଆକର୍ଷଣୀୟ କଫି ଟେବୁଲ ବୁକ୍‌ ର ଉନ୍ମୋଚନ କରାଯାଇଥିଲା । ପ୍ରକାଶ ଥାଉକି,ଏହି ଦୁଇଟି ସୃଜନାତ୍ମକ ପ୍ରସ୍ତୁତି ବରଗଡ଼ ଧନୁଯାତ୍ରା ମହୋତ୍ସବର ଐତିହ୍ୟ, ସଂସ୍କୃତିକ ବୈଭବ ତଥା ଗୌରବକୁ ସ୍ଥାୟୀ ରୂପ ଦେବା ଉଦ୍ଦେଶ୍ୟରେ ପ୍ରସ୍ତୁତ କରାଯାଇଛି। ଏହା ଓଡିଶାର ଏହି ବୈଶିଷ୍ଟ୍ୟପୂର୍ଣ୍ଣ ଉତ୍ସବକୁ ଦେଶ ଓ ବିଦେଶରେ ଅଧିକ ପ୍ରଚାର କରିବାରେ ସାହାଯ୍ୟ କରିବ। ବୈଠକରେ ସମସ୍ତ ସଦସ୍ୟ ଉକ୍ତ ବର୍ଷର ଧନୁଯାତ୍ରାକୁ ପାରଦର୍ଶୀ ଓ ଆକର୍ଷଣୀୟ ଭାବେ ଆୟୋଜନ କରିଥିବାରୁ ଓଡିଶା ସରକାର ତଥା ଜିଲ୍ଲାର ସମସ୍ତ ଲୋକ ପ୍ରତିନିଧିଙ୍କୁ ଧନ୍ୟବାଦ ଜଣାଇ ଆଗାମୀ ଦିନରେ ଏହି ମହୋତ୍ସବକୁ ଅଧିକ ଆକର୍ଷଣୀୟ ତଥା ବିଶ୍ୱସ୍ତରୀୟ କରିବା ପାଇଁ ଅନୁରୋଧ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like