-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||     

HOME   ଜିଲ୍ଲା

ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି

23-May-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁନ୍ତଲା ସାଉନ୍ତପୁର ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ଉନ୍ନତିକରଣ ପାଇଁ ଆଜି ଦେବାଳୟ ସୁରକ୍ଷା କମିଟି ସଭାପତି ଜୟକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ୭୨୩ ଖ୍ରୀଷ୍ଟାବ୍ଦ ରେ ମନ୍ଦିର ନିର୍ମାଣ ହୋଇଥିବା ବେଳେ ବହୁ ପୂର୍ବରୁ ସମ୍ପୁର୍ଣ୍ଣ ଭାଙ୍ଗିଯାଇଥିଲା । ସେ ସମୟରେ ଖବର ଘରେ ମାଁ ସାଉନ୍ତେଶ୍ୱରୀ ଦେବୀ ପୂଜା ପାଉଥିଲେ ତଥା ପାଶ୍ୱର୍ ଦେବା ଦେବି ପୂଜା ପାଉଛନ୍ତି । ୧୯୪୪ ମସିହା ପୁଣି ନୂତନ ଭାବରେ ମନ୍ଦିର ନିର୍ମାଣ ହୋଇଥିଲା । ବଲାଙ୍ଗିର ଦେବୋତ୍ତର ବିଭାଗରେ ଏହାର ରକ୍ଷଣାବିକ୍ଷଣ ଦାୟିତ୍ୱରେ ଥିବା ବେଳେ କେବଳ ଦଶହରାରେ କିଛି ଅର୍ଥ ପ୍ରଦାନ କରି ସୁରକ୍ଷା ଭୁଲି ଯାଇଛି । ଗତ ବର୍ଷ ରାଜ୍ୟ ସରକାର ମନ୍ଦିର ଉନ୍ନତିକରଣ ପାଇଁ ବିଭିନ୍ନ ମନ୍ଦିରକୁ ଅନୁଦାନ ପ୍ରଦାନ କରିଥିବା ବେଳେ ଏହି ଗ୍ରାମର ମନ୍ଦିର କୁ ଟଙ୍କାଟିଏ ବି ନ ଆସିବାରୁ ଆଜି ଗ୍ରାମବାସୀ ଦେବାଳୟ ସୁରକ୍ଷା କମିଟି ସହ ମନ୍ଦିର ସୁରକ୍ଷା ପାଇଁ ଆଲୋଚନା କରିଥିଲେ । ରେଷୋଇଶାଳ, ମନ୍ଦିର ସୌନ୍ଦର୍ଯିକରଣ, ମାଁ ସାଉନ୍ତେଶ୍ୱରୀ ମନ୍ଦିର ଗର୍ଭଗୃହ ଫାଟ ସୃଷ୍ଟି ହୋଇଛି, ଯଜ୍ଞ ମଣ୍ଡପ, ପର୍ଯ୍ୟାଟନ ସ୍ଥଳି, ମନ୍ଦିର ପରିସରରେ ଥିବା ପୁଷ୍କରଣି ପୁର୍ନଉଦ୍ଧାର ଦାବି କରି ୪ କୋଟି ଅନୁଦାନ ପାଇଁ ମୁଖ୍ୟମନ୍ତ୍ରୀ ଓ ଓଡିଶା ସରକାରଙ୍କୁ ଦାବି ଜଣାଇଛନ୍ତି । ଆସନ୍ତା ସପ୍ତାହ ମଧ୍ୟରେ ଜିଲ୍ଲାପାଳଙ୍କ ସହ ସାକ୍ଷାତ କରିବା ପାଇଁ ଆଜି ବୈଠକରେ ପ୍ରସ୍ତାବ ହୋଇଥିଲା । ଏହି ବୈଠକରେ ମନ୍ଦିରର ପୂଜକ ମାଣିକ୍ୟ ଥନାପତି, ସୁରେନ୍ଦ୍ର ଗଡୁଆ, ଫାଲଗୁନି ଭୋଇ, ଅକ୍ଷୟ ଗିରଗୁନ୍‌, ଶରତ ପଶାୟତ, ଗରିବ ସାହୁ, ସୁରେନ୍ଦ୍ର ପଧାନ, ହିରାଲାଲ ପଧାନ, ମଦନ ପ୍ରଧାନ, ଶୋଭାକର ଭୋଇ, ସୁବାଷ ପଧାନ, କ୍ଷମାନିଧି ବେହେରା, କାହ୍ନୁଚରଣ ପଧାନ ସମେତ ଦେବାଳୟ ସୁରକ୍ଷା କମିଟିର ପ୍ରଶାନ୍ତ ମହାକୁର ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025

You Might Also Like