-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ

23-May-2025



ଅତାବିରା(ଆକାଶ ମିଶ୍ର): ଲାଦରପାଲି ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ ଠାରେ ବ୍ଲକସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ବ୍ଲକ୍ଆବାହକ ଚାପଧାରୀ ସିଂହ ଓ ଶ୍ରୀମତୀ ଲଳିତା ପ୍ରଧାନଙ୍କ ପରିଚାଳନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ସଂଯୋଜକ ଦେବରାଜ ବେହେରା, ଦେବାର୍ଚ୍ଚନ ସାହୁ, ସଭାପତି ଶେଷଦେବ ନାଏକ , ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରଧାନ, ଶ୍ରୀମତୀ ଜୟନ୍ତୀ ସିଂହ, ଅରକ୍ଷିତ ମେହେର,  ସଂଗ୍ରାମ କେଶରୀ ମିଶ୍ର, ସଭାପତି ମାତ୍ରୁନିଳୟ କୃଷ୍ଣଚନ୍ଦ୍ର ପ୍ରଧାନ, ସତ୍ୟବାନ୍ ପ୍ରଧାନ, ଦିଲ୍ଲୀପ ରଣା,ଶ୍ରୀମତୀ ରୀନା ପ୍ରଧାନ, ଶିବଶଙ୍କର ଷଣ୍ଢ ପ୍ରମୁଖ ଉପସ୍ଥିତ ରହି ଅତାବିରା ବ୍ଲକ୍ ରେ ଶ୍ରୀ ଅରବିନ୍ଦ ପାଠଚକ୍ରର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ।ଆଗାମୀ ଦିନର ଯୋଜନା ଗୁଡିକ ବିଷୟରେ ସରୋଜ କୁମାର ରଥ, ମହିଳା ପାଠଚକ୍ର ସଂଗଠନର ସଭ୍ୟ,ବିଭିନ୍ନ ପଞ୍ଚାୟତର ସଂଗଠକ ମାନେ ନିଜ ନିଜ ମତାମତ ଉପସ୍ଥାପନା କରିଥିଲେ। କାର୍ଯ୍ୟକ୍ରମରେ ପରିଚାଳନା କମିଟିର କୋଷାଧ୍ୟକ୍ଷ ଜୟ ପ୍ରକାଶ ଅଗ୍ରୱାଲ,ସଭ୍ୟ ଭରତ ଚୌହାନ, ତଥା ଶିକ୍ଷା କେନ୍ଦ୍ରର ସମସ୍ତ ଭାଇ ଅପା ସକ୍ରିୟ ସହଯୋଗ କରିଥିଲେ।ଶେଷରେ ଅଧ୍ୟକ୍ଷ  ବବ୍ରୁବାହାନ ମିଶ୍ର କୃତଜ୍ଞତା ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like