-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀର ସଭାପତି ମାଧବ କୌଶିକ ପାଇବେ ରୁଷିଆର ଦସ୍ତୋଭସ୍କି ଷ୍ଟାର ପୁରସ୍କାର

24-May-2025



ନୂଆଦିଲ୍ଲୀ, ରୁଷିଆର ଦସ୍ତୋଭସ୍କି ଷ୍ଟାର ପୁରସ୍କାର ପାଇବେ ସାହିତ୍ୟ ଏକାଡେମୀର ସଭାପତି ଡକ୍ଟର ମାଧବ କୌଶିକ।  ଏହା ହେଉଛି ରୁଷିଆର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର। ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଆସନ୍ତା ଜୁନ ୬ ତାରିଖରେ ନୂଆଦିଲ୍ଲୀର ରୁଷୀୟ ବିଜ୍ଞାନ ଓ ସଂସ୍କୃତି କେନ୍ଦ୍ରରେ ଏହି ପୁରସ୍କାର ପ୍ରଦାନ କରାଯିବ।  ରୁଷର କିମ୍ବଦନ୍ତୀ ଲେଖକ ଦସ୍ତୋଭସ୍କିଙ୍କ ସାହିତ୍ୟ କୃତିକୁ ବିଶ୍ବ ସ୍ତରରେ ପ୍ରସାରିତ କରିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶିଷ୍ଟ ସାହିତ୍ୟିକଙ୍କୁ ଏହି ପୁରସ୍କାର ଦିଆଯାଇଥାଏ।  
ହିନ୍ଦୀ ସାହିତ୍ୟର ବିଶିଷ୍ଟ ଲେଖକ ଡକ୍ଟର ମାଧବ କୌଶିକଙ୍କର ୫୨ରୁ ଅଧିକ ପୁସ୍ତକ ପ୍ରକାଶିତ। ସେଥିରେ ଗଜଲ, କବିତା, ଗଳ୍ପ, ଶିଶୁ ସାହିତ୍ୟ ଏବଂ ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗର ପୁସ୍ତକ ଅନ୍ତର୍ଭୁକ୍ତ। ତାଙ୍କର କେତେକ କବିତା ଓ ଗଳ୍ପ ସଂକଳନ ଇଂରାଜୀ, ରୁଷୀୟ, ଉର୍ଦ୍ଦୁ, ପଂଜାବୀ, ସଂସ୍କୃତ ଏବଂ ଓଡିଆ ଭାଷାରେ ଅନୂଦିତ ହୋଇ ଆଦୃତି ଲାଭ କରିଛି। ଡକ୍ଟର କୌଶିକ ଦକ୍ଷିଣ ଆଫ୍ରିକା, ୟୁଏଇ, ମେକ୍ସିକୋ, ଜର୍ମାନୀ ଏବଂ ରୁଷିଆ ପ୍ରଭୃତି ଦେଶରେ ଭାରତୀୟ ସାହିତ୍ୟର ପ୍ରତିନିଧିତ୍ବ କରିଛନ୍ତି। ସୂଚନାଯୋଗ୍ୟ ଯେ ୧୮୨୧ରେ ରୁଷିଆର ମସ୍କୋରେ ପ୍ରଖ୍ୟାତ ଔପନ୍ୟାସିକ ଦସ୍ତୋଭକ୍ସିଙ୍କର ଜନ୍ମ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like